• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 2nd Dec 2023: ଏହ ରାଶିର ବ୍ୟକ୍ତିଙ୍କ ପାଇଁ ଦିନଟି ଖୁବ୍‌ ଲାଭଦାୟକ

ସୌର ବିଛା ମାସ ମାର୍ଗଶିର କୃଷ୍ଣପକ୍ଷ । ଇଂରାଜୀରେ ୦୨ ତାରିଖ ଶନିବାର । ଚନ୍ଦ୍ର- କର୍କଟ ଅହୋରାତ୍ର । ତିଥି- ୫ମୀ ସନ୍ଧ୍ୟା ୦୫.୧୪ ଗତେ ୬ଷ୍ଠୀ ।

Capricorn

ମକର

Saturday 02 Dec 2023

ଉ, ଷାଢା- ପରିବାରରେ ଆନନ୍ଦ ଉଲ୍ଲାସର ପରିବେଶ ରହିବ । ଘରକୁ ବନ୍ଧୁ ଆସିପାରନ୍ତି । କୌଣସି ବିବାଦୀୟ କଥାରେ ମୁଣ୍ଡ ନ ପୁରେଇବା ଭଲ । କାରବାରରେ ଆପଣଙ୍କର ବହୁତ ଲାଭ ହେବ।

ଶ୍ରବଣା- ରାଜନୀତି କ୍ଷେତ୍ରରେ ସୁନାମ ଅର୍ଜନ କରିବେ । ଚାକିରି କ୍ଷେତ୍ରରେ ନିଜର ତୀକ୍ଷ୍ମ ବୁଦ୍ଧିମତାର ପରିଚୟ ଦେବେ । ଅଫିସ କାମରେ ବ୍ୟସ୍ତ ରହି ପାରନ୍ତି । 

ଧନିଷ୍ଠା- ମାଲିମକନ୍ଦମାରେ ସଫଳତା ହାସଲ କରିବେ । ମହିଳା ମାନେ ଆନନ୍ଦରେ ସମୟ ଅତିବାହିତ କରିବେ । ଲୋକେ ଆପଣଙ୍କ ବ୍ୟକ୍ତିତକୁ ପ୍ରେରଣା ଦେବେ ।

ଶୁଭ ରଙ୍ଗ - ନୀଳ ଏବଂ ଶୁଭ ସଂଖ୍ୟା- ୮

ପ୍ରତିକାର-ମା ଶାରଳାଙ୍କ ଆରଧନା କରନ୍ତୁ