ସୈାର ବିଛା ମାସ ମାର୍ଗଶିର ଶୁକ୍ଳପକ୍ଷ । ଇଂରାଜୀରେ ୦୨ ତାରିଖ ସୋମବାର । ଚନ୍ଦ୍ର- ବିଛା ଦିବା ୦୩.୪୫ ଗତେ ଧନୁ, ତିଥି- ପ୍ରତିପଦ ଦିବା ୧୨.୪୩ ଗତେ ୨ୟା, ଘାତଚନ୍ଦ୍ର- ଦିବା ୦୩.୪୫ ଗତେ ତୁଳା ଓ କୁମ୍ଭ ରାଶିର,ଘାତବାର- ମିଥୁନ ରାଶିରପୁଷ୍କର ଦୋଷ- ଦିବା ୧୨.୪୨ ଗତେ ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ ।
ଉ,ଷାଢା- ଶାରୀରିକ ପିଡା ଭୋଗ କରି ପାରନ୍ତି । ପଇସାର ଅଭାବ ଅନୁଭବ କରିପାରନ୍ତି । ଘର ସଜାଇବାରେ ଧ୍ୟାନ ଦେବେ । ଆପଣ ନିଜ ସାଥୀଙ୍କ ଭାବନାକୁ ବୁଝିବେ ।
ଶ୍ରବଣା- ବ୍ୟବସାୟରେ ବିଦେଶକୁ ଯାଇ ଲାଭ ପାଇବେ । ସକାରତ୍ମକ ଭାବନା ଆଗକୁ ବଢିବାରେ ସହାୟକ ହେବ । ଶାସନରେ ଥିବା ଲୋକଙ୍କ ସହ ସଂପର୍କ ହେବ । ଭାବିଚିନ୍ତି ଖର୍ଚ୍ଚ କରନ୍ତୁ
ଧନିଷ୍ଠା- ଜମି କ୍ରୟ କରି ଖୁସି ରହିବେ । କୈାଣସି କଥାକୁ ନେଇ ଭାବୁକ ରହିବେ ।
ଯେଉଁ କାମ କରିବାକୁ ଚାହିଁବେ ତାକୁ ମନପ୍ରାଣ ଢାଳି ପୂରା କରିଦେବେ
ପ୍ରତିକାର – ଦକ୍ଷିଣକାଳିଙ୍କୁ ପୂଜା କରନ୍ତୁ
ଶୁଭ ରଙ୍ଗ :ନୀଳ
ଶୁଭ ସଂଖ୍ୟା :୮