• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 2nd February 2023: ଆଜି ଏହି ରାଶିର ବ୍ୟକ୍ତି ପରୀକ୍ଷାରେ ସଫଳତା ପାଇବେ

ସୈାର ମକର ମାସ ମାଘ ମାସ ଶୁକ୍ଲପକ୍ଷ । ଇଂରାଜୀରେ ୦୨ ତାରିଖ ଗୁରୁବାର ।ଚନ୍ଦ୍ର – ମିଥୁନ ଅହୋରାତ୍ର ,ତିଥି – ୧୨ଶୀ ଦିବା ୦୪.୨୬ ଗତେ ୧୩ଶୀ ଘାତ ଚନ୍ଦ୍ର – କନ୍ୟା ଅହୋରାତ୍ର,ଘାତ ବାର- ତୁଳା, କୁମ୍ଭ,ପୁଷ୍କର ଦୋଷ – ୧ ପାଦ- ପଶୁସମ୍ପଦ ନାଶ - ଅନ୍ନଦାନ ଦିବା ୦୪.୨୬ ପର୍ଯ୍ୟନ୍ତ ।

Aries

ମେଷ

Thursday 02 Feb 2023

ଅଶ୍ୱନୀ- ସ୍ୱାସ୍ଥ୍ୟ ପ୍ରତି ଅଧିକ ଧ୍ୟାନ ଦେବାକୁ ପଡିବ । ପାରିବାରିକ ଜୀବନରେ ଚାଲିଥିବା ଚାପରେ ସାମାନ୍ୟ ହ୍ରାସ ଘଟିବ । ଆପଣଙ୍କର ଦାମ୍ପତ୍ୟ ଜୀବନକୁ ସୁନ୍ଦର କରିବେ

କୃତିକା- ନିଜ କର୍ମକୁ ନେଇ ସମାଜରେ ଜଣେ ଅଭିଜ୍ଞ ତଥା ସମ୍ମାନିତ ବ୍ୟକ୍ତି ହେବେ । ବ୍ୟବସାୟକୁ ଉଚ୍ଚତାକୁ ନେବାକୁ ଚେଷ୍ଟା କରିବେ । ରାଜନିତିରେ ଅନେକ ମହତ୍ୱପୂର୍ଣ୍ଣ ନିର୍ଣ୍ଣୟ ନେବେ ଯାହାକି ସମ୍ଭବ ହେବ ନାହିଁ

ଦ୍ୱିଜା- ସମ୍ପତ୍ତି କ୍ରୟ କରିବାର ଦୃଢ଼ ସମ୍ଭାବନା ରହିବ । ଭଲ ଚାକିରି ପାଇପାରିବେ ଯାହା ଆପଣଙ୍କୁ ଖ୍ୟାତି ଏବଂ ସମ୍ମାନ ମଧ୍ୟ ଦେବ । ନିଜର ଲକ୍ଷ୍ୟ ହାସଲ ଲାଗି ଯୋଜନା ପ୍ରସ୍ତୁତ କରିପାରନ୍ତି

ପ୍ରତିକାର – କେସରର ତିଲକ କପାଳରେ ଲଗାନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :