• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 2nd February 2024: ଏହି ରାଶିର ବ୍ୟକ୍ତିଙ୍କ ସଡକ ଦୁର୍ଘଟଣାର ସମ୍ଭାବନା ରହିଛି ...

ସୌର ମକରମାସ ମାଘ କୃଷ୍ଣପକ୍ଷ । ଇଂରାଜୀ ୦୨ ତାରିଖ ଶୁକ୍ରବାର। ଚନ୍ଦ୍ର- ତୁଳା ଅହୋରାତ୍ର। ତିଥି- ୭ମୀ ଦିବା ୦୪.୦୨ ଗତେ ୮ମୀ। ଘାତଚନ୍ଦ୍ର- ନାସ୍ତି।

Aries

ମେଷ

Friday 02 Feb 2024

ଅଶ୍ୱନୀ- କବିଙ୍କର କୌଣସି କବିତାରେ ପ୍ରଂଶସା ହୋଇପାରେ । କୌଣସି ଅସ୍ଥାୟୀ କାର୍ଯ୍ୟ ସ୍ଥାୟୀ ହୋଇପାରେ । କୌଣସି ପୁରୁଣା ବିବାଦର ସମ୍ମୁଖିନ କରିବାକୁ ପଡିବ

ଦ୍ୱିଜା- ସରକାରୀ ସଂସ୍ଥା କାମରେ ସହଯୋଗ କରିପାରନ୍ତି । ଜୀବନରେ ନୂଆ ପ୍ରେମ ପ୍ରସଙ୍ଗ ଆରମ୍ଭ ହୋଇପାରେ । ଜୀବନରେ କିଛି ପରିବର୍ତ୍ତନ କରିବାକୁ ଚେଷ୍ଟା କରିବେ

କୃତିକା- ଆପଣଙ୍କର ବିଦେଶ ଭ୍ରମଣ ଯୋଗ ଅଛି। ବନ୍ଧୁଙ୍କୁ ଦେଇଥିବା ପ୍ରତିଶୃତି ରଖିପାରିବେ ନାହିଁ । ମନ ଚାହୁଁଥିବା କାମରେ ପ୍ରତିବନ୍ଧକ ସୃଷ୍ଟି ହେବ । ପରିଶ୍ରମ କରିଲେ ବଳକା କାମ ପୂରା ହେବ ।

ପ୍ରତିକାର - ମଙ୍ଗଳାଙ୍କର ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :