• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 2nd February 2024: ଏହି ରାଶିର ବ୍ୟକ୍ତିଙ୍କ ସଡକ ଦୁର୍ଘଟଣାର ସମ୍ଭାବନା ରହିଛି ...

ସୌର ମକରମାସ ମାଘ କୃଷ୍ଣପକ୍ଷ । ଇଂରାଜୀ ୦୨ ତାରିଖ ଶୁକ୍ରବାର। ଚନ୍ଦ୍ର- ତୁଳା ଅହୋରାତ୍ର। ତିଥି- ୭ମୀ ଦିବା ୦୪.୦୨ ଗତେ ୮ମୀ। ଘାତଚନ୍ଦ୍ର- ନାସ୍ତି।

Aquarius

କୁମ୍ଭ

Friday 02 Feb 2024

ଧନିଷ୍ଠା- କୌଣସି କାର୍ଯ୍ୟରେ ମଧ୍ୟସ୍ତି କରନ୍ତୁ ନାହିଁ । ପରିବାର ସହ ଦୂର ସ୍ଥାନକୁ ଯାତ୍ରା କରିବା ସହିତ ଘରୋପକରଣ ଜିନିଷ ମଧ୍ୟ ଆଣି ପାରନ୍ତି । କୌଣସି ନିଷ୍ପତ୍ତି ନେବା ପୂର୍ବରୁ ଅଭିଜ୍ଞ ବ୍ୟକ୍ତିଙ୍କ ପରାମର୍ଶ ନିଅନ୍ତୁ

ଶତଭିଷା- ମହିଳାମାନେ ପରିବାରରେ ଉତ୍କଷ୍ଟ ମନୋଭାବ ଜାଗ୍ରତ କରିବେ । ଛାତ୍ରଛାତ୍ରୀମାନେ ପ୍ରତିଯୋଗିତା ସଫଳତା ଲାଭ କରିବେ । ଅବିବାହିତ ମାନଙ୍କ ପାଇଁ ବିବାହ ପ୍ରସ୍ତାବ ସ୍ତିରିକୃତ ହେବ

ପୂ,ଭାଦ୍ରପଦ- ଖର୍ଚ୍ଚ ଉପରେ ଟିକେ ଧ୍ୟାନ ଦିଅନ୍ତୁ । ସାମ୍ବାଦିକ କ୍ଷେତ୍ରରେ କାର୍ଯ୍ୟରତ ବ୍ୟକ୍ତିମାନଙ୍କ ପାଇଁ ଭଲ ସମୟ ଆସିପାରେ । ଘରୋଇ କାର୍ଯ୍ୟକୁ ପୁରା କରିବାରେ ସକ୍ଷମ ହେବେ

ପ୍ରତିକାର – ରାହୁଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :