• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 2nd February 2024: ଏହି ରାଶିର ବ୍ୟକ୍ତିଙ୍କ ସଡକ ଦୁର୍ଘଟଣାର ସମ୍ଭାବନା ରହିଛି ...

ସୌର ମକରମାସ ମାଘ କୃଷ୍ଣପକ୍ଷ । ଇଂରାଜୀ ୦୨ ତାରିଖ ଶୁକ୍ରବାର। ଚନ୍ଦ୍ର- ତୁଳା ଅହୋରାତ୍ର। ତିଥି- ୭ମୀ ଦିବା ୦୪.୦୨ ଗତେ ୮ମୀ। ଘାତଚନ୍ଦ୍ର- ନାସ୍ତି।

Pisces

ମୀନ

Friday 02 Feb 2024

ପୂ,ଭାଦ୍ରପଦ- ନାନା ଚିନ୍ତାରେ ମାନସିକ ଅସ୍ଥିରତା ବଢିପାରେ । ଚାକିରି କ୍ଷେତ୍ରରେ ସହନଶୀଳତା ବଢିବ ଓ ପ୍ରଂଶସା ମିଳିବ । ଶତୃମାନଙ୍କର କ୍ରୋନ୍ତରୁ ଅଳ୍ପକେ ରକ୍ଷା ପାଇବେ ।

ଉ,ଭାଦ୍ରପଦ- ମାନ ମର୍ଯ୍ୟଦାରେ ଅଭିବୃଦ୍ଧି ଘଟିବ । ସୂର୍ଣ୍ଣଳଙ୍କାର କିଣି ଖୁସି ଅନୁଭବ କରିପାରନ୍ତି । ଆପଣଙ୍କ ବିଚାରକୁ ସକାରତ୍ମକ ରଖନ୍ତୁ । ମହିଳାମାନେ ବନ୍ଧୁପରିଜନକ ସହ ସମୟ ବିତାଇବେ ।

ରେବତୀ- ହଜିଥିବା ଜିନିଷର ସନ୍ଧାନ ପାଇ ପୁରାଦିନ ଖୁସି ରହିବେ । କୌଣସି କାର୍ଯ୍ୟରେ ସଫଳତାରେ ବିଘ୍ନ ଆସିପାରେ । ସ୍ୱାସ୍ଥ୍ୟ ପାଇଁ ଖର୍ଚ୍ଚ କରିବାକୁ ପଡିପାରେ ।

 

ପ୍ରତିକାର – ପକ୍ଷୀଙ୍କୁ କିଛି ଦାନା ଖାଇବାକୁ ଦିଅନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :