• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 2nd February 2024: ଏହି ରାଶିର ବ୍ୟକ୍ତିଙ୍କ ସଡକ ଦୁର୍ଘଟଣାର ସମ୍ଭାବନା ରହିଛି ...

ସୌର ମକରମାସ ମାଘ କୃଷ୍ଣପକ୍ଷ । ଇଂରାଜୀ ୦୨ ତାରିଖ ଶୁକ୍ରବାର। ଚନ୍ଦ୍ର- ତୁଳା ଅହୋରାତ୍ର। ତିଥି- ୭ମୀ ଦିବା ୦୪.୦୨ ଗତେ ୮ମୀ। ଘାତଚନ୍ଦ୍ର- ନାସ୍ତି।

Gemini

ମିଥୁନ

Friday 02 Feb 2024

ମୃଗଶିରା- ବ୍ୟବସାୟରେ ନୂଆ ପ୍ରସ୍ତାବ ଉପରେ ବିଚାର କରିବେ । କୌଣସି ନୂତନ ଯାନ, ବାହନ କିଣିପାରନ୍ତି । କର୍ମ କ୍ଷେତ୍ରରେ ଅବହେଳା ପ୍ରଦର୍ଶନ କରିବେ । ବିରୋଧୀ ମାନଙ୍କ ସହ ଦୃଢ ମୁକାବିଲା କରିବେ

ଆଦ୍ରା- କୌଣସି କଥାକୁ ନେଇ ମତାନ୍ତର ଦେଖାଦେଇପାରେ । ମନରେ ଦବି ରହିଥିବା କଥା ସମ୍ମୁଖକୁ ଆଣନ୍ତୁ । ସରକାରୀ କାମରେ ସଫଳତା ପାଇବେ

ପୁନର୍ବସୁ- ବହୁ ଦିନରୁ ଗୁରୁତ୍ୱପୂର୍ଣ୍ଣ ସମସ୍ୟା ସମାଧାନ ହୋଇଯିବ । ମନସ୍ଥାପରେ ସମୟ କଟାଇବେ ଓ ବିରକ୍ତି ଭାବ ପ୍ରକାଶ କରିବେ । ଅନ୍ୟର ସାହାର‌୍ୟ୍ୟରେ ଅଟକି ରହିଥିବା କାମକୁ ସଂପୂର୍ଣ୍ଣ କରିବେ ।

ପ୍ରତିକାର – ମା ଦତାତ୍ରେୟଙ୍କ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :