• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 2nd February 2024: ଏହି ରାଶିର ବ୍ୟକ୍ତିଙ୍କ ସଡକ ଦୁର୍ଘଟଣାର ସମ୍ଭାବନା ରହିଛି ...

ସୌର ମକରମାସ ମାଘ କୃଷ୍ଣପକ୍ଷ । ଇଂରାଜୀ ୦୨ ତାରିଖ ଶୁକ୍ରବାର। ଚନ୍ଦ୍ର- ତୁଳା ଅହୋରାତ୍ର। ତିଥି- ୭ମୀ ଦିବା ୦୪.୦୨ ଗତେ ୮ମୀ। ଘାତଚନ୍ଦ୍ର- ନାସ୍ତି।

Cancer

କର୍କଟ

Friday 02 Feb 2024

ପୁନର୍ବସୁ- ନୂତନ ଭାବରେ ଆରମ୍ଭ କରୁଥିବା କାର୍ଯ୍ୟରେ ବ୍ୟସ୍ତ ରହିବେ । ଅପେକ୍ଷା କରୁଥିବା ବନ୍ଧୁଙ୍କୁ ନପାଇ ବ୍ୟସ୍ତ ହୋଇ ପଡିବେ । ସମୟ ଏପରି ହେବ ଯେ ଦୁଇ ପଇସା ଜାଗା ଛ ପଇସା ଖର୍ଚ୍ଚ କରିବାକୁ ପଡିବ

ପୁଷ୍ୟା- ସାମାଜିକ କ୍ଷେତ୍ରରେ ଯଶ ବଢିବ । ନମ୍ର ସ୍ୱଭାବ ସହ ମୁରବିଙ୍କ ସହିତ କଥାବାର୍ତ୍ତା ହୁଅନ୍ତୁ । ଛାତ୍ରଛାତ୍ରୀମାନେ ଅଧିକ ପରିଶ୍ରମ କରିଲେ ମଧ୍ୟ, ମଧ୍ୟମ ଧରଣର ଫଳ ପାଇବେ

ଅଶ୍ଲେଷା- ସଡକ ଦୁର୍ଘଟଣାର ସମ୍ଭାବନା ରହିଛି । ପୂର୍ବ କଥାକୁ ନେଇ ମନସ୍ତାପରେ ରହିପାରନ୍ତି । ନିଜ ଜିନିଷ କେଉଁଠି ରଖି ପାସୋରି ଯିବେ

ପ୍ରତିକାର – ମା ଭୂବନେଶୂରୀ ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :