• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 2nd February 2024: ଏହି ରାଶିର ବ୍ୟକ୍ତିଙ୍କ ସଡକ ଦୁର୍ଘଟଣାର ସମ୍ଭାବନା ରହିଛି ...

ସୌର ମକରମାସ ମାଘ କୃଷ୍ଣପକ୍ଷ । ଇଂରାଜୀ ୦୨ ତାରିଖ ଶୁକ୍ରବାର। ଚନ୍ଦ୍ର- ତୁଳା ଅହୋରାତ୍ର। ତିଥି- ୭ମୀ ଦିବା ୦୪.୦୨ ଗତେ ୮ମୀ। ଘାତଚନ୍ଦ୍ର- ନାସ୍ତି।

Leo

ସିଂହ

Friday 02 Feb 2024

ମଘା- ପୁରୁଣା ବନ୍ଧୁଙ୍କ ସହିତ ମିଶିବା ପାଇଁ ମନରେ ଆଗ୍ରହ ସୃଷ୍ଟି ହେବ । ସବୁ ସମାଧାନକୁ ଦୃଢ ଭାବରେ ମୁକାବିଲା କରିବେ । ବିଶିଷ୍ଟ ବ୍ୟକ୍ତିଙ୍କ ସହିତ ଅଚାନକ ସାକ୍ଷାତ ହେବ

ପୂ,ଫାଲଗୁନି- ରାଜନୀତିରେ ଆର୍ଥିକ ଲାଭ ହୋଇପାରେ । ସତସଙ୍ଗ ଓ ଦେବତା ଦର୍ଶନରେ ମନ ନିବେଶ କରିବେ । କର୍ମକ୍ଷେତ୍ରରେ ଗୁରୁ ଦାୟିତ୍ୱ ବହନ କରି ବ୍ୟସ୍ତ ବିବ୍ରତ ହୋଇ ପଡିବେ

ଉ,ଫାଲଗୁନି- ଖୋଳାଳିମାନେ ଉତ୍ତମ ପ୍ରଦର୍ଶନ କରି ସମୀକ୍ଷକଙ୍କ ପ୍ରଂଶସା ଭାଜନ ହେବେ । ଆପଣଙ୍କ ଭିତରେ ଅଧିକ ଆତ୍ମବିଶ୍ୱାସ ରହିବ ।

ପ୍ରତିକାର - ଶ୍ରୀ ରାମଙ୍କୁ ପୂଜା କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :