• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 2nd February 2024: ଏହି ରାଶିର ବ୍ୟକ୍ତିଙ୍କ ସଡକ ଦୁର୍ଘଟଣାର ସମ୍ଭାବନା ରହିଛି ...

ସୌର ମକରମାସ ମାଘ କୃଷ୍ଣପକ୍ଷ । ଇଂରାଜୀ ୦୨ ତାରିଖ ଶୁକ୍ରବାର। ଚନ୍ଦ୍ର- ତୁଳା ଅହୋରାତ୍ର। ତିଥି- ୭ମୀ ଦିବା ୦୪.୦୨ ଗତେ ୮ମୀ। ଘାତଚନ୍ଦ୍ର- ନାସ୍ତି।

Virgo

କନ୍ୟା

Friday 02 Feb 2024

ଉ,ଫଳଗୁନି- ବ୍ୟବସାୟରେ ଲାଭବାନ୍ ହେବେ । ଚାକିରିରେ ପଦ ମର୍ଯ୍ୟାଦା ପ୍ରାପ୍ତ ହୋଇପାରେ । ସାଂସାରିକ ଜୀବନରେ ଚିନ୍ତିତ ରହିପାରନ୍ତି । ଆର୍ଥିକ କ୍ଷେତ୍ରରେ ଉନ୍ନତି କରିବେ ।

ହସ୍ତା- ଅନେକ ଗୁଡିଏ କାମ ଅଟକି ଯାଇ ଥିବାରୁ ଅନ୍ୟମନସ୍କ ରହିବେ । ଯେଉଁମାନେ ଆପଣଙ୍କୁ ପ୍ରତିଶ୍ରୁତି ଦେଇଥିବେ ତାହା ନ ପାଇବାରୁ ପ୍ରତିହିଂସା ମୂଳକ ମନଭାବ ପୋଷଣ କରିବେ

ଚିତ୍ରା- ବନ୍ଧୁତ୍ୱ ସମ୍ପର୍କରେ କିଛି ଉନ୍ନତି ଆସିବ ଏବଂ ତାଙ୍କ ସହିତ ମିଶି କିଛି ନୂଆ ଯୋଜନା କରିବେ । ଘର ପାଇଁ ଆସବାବ କ୍ରୟ କରିବେ । ରାଜନୀତି କ୍ଷେତ୍ରରେ ଉଚ୍ଚ ପଦବୀ ହାସଲ କରି ପାରନ୍ତି

ପ୍ରତିକାର - ଦହି ଖାଇ ଘରୁ ବାହାରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :