• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 2nd February 2024: ଏହି ରାଶିର ବ୍ୟକ୍ତିଙ୍କ ସଡକ ଦୁର୍ଘଟଣାର ସମ୍ଭାବନା ରହିଛି ...

ସୌର ମକରମାସ ମାଘ କୃଷ୍ଣପକ୍ଷ । ଇଂରାଜୀ ୦୨ ତାରିଖ ଶୁକ୍ରବାର। ଚନ୍ଦ୍ର- ତୁଳା ଅହୋରାତ୍ର। ତିଥି- ୭ମୀ ଦିବା ୦୪.୦୨ ଗତେ ୮ମୀ। ଘାତଚନ୍ଦ୍ର- ନାସ୍ତି।

Libra

ତୁଳା

Friday 02 Feb 2024

ଚିତ୍ରା- ନୂତନ ବନ୍ଧତ୍ୱ ସୃଷ୍ଟି ହୋଇପାରେ । କର୍ତବ୍ୟ ନିଷ୍ଠା ଯୋଗୁ ଘରେ ,ବାହାରେ ସମସ୍ତଙ୍କର ଆଦର ହେବେ । ଅନ୍ୟମାନଙ୍କର କଥା ଓ କାର୍ଯ୍ୟକଳାପ ଯୋଗୁ ନିଜକୁ ଅସହାୟ ମନେ କରିବେ

ସ୍ୱାତୀ- ଛାତ୍ରଛାତ୍ରୀମାନେ ମାନସିକ ସ୍ତରରେ ଖୁସି ରହିବେ । ବ୍ୟସ୍ତତା ଭିତରେ ସମୟ ବିତାଇବେ । କୌଣସି କାର୍ଯ୍ୟ କରିବା ପୂର୍ବରୁ ଗୁରୁଜନଙ୍କ ପରାମର୍ଶ ନିଅନ୍ତୁ । ସମ୍ପତି ବୃଦ୍ଧି ହୋଇପାରେ ।

ବିଶାଖା- ସଭାସମିତି ଓ ସାଂଗଠନିକ କ୍ଷେତ୍ରରେ ପ୍ରଂଶସିତ ହେବେ । ପୁରା ସମୟ ଆନନ୍ଦ ଦାୟକ ରହିବ ଏବଂ ଚିନ୍ତା ମୁକ୍ତ ରହିବେ । ଲୋକ ମାନଙ୍କ ସହଯୋଗ ଆପଣଙ୍କ ମନବଳକୁ ସୁଦୃଢ କରିବ

ପ୍ରତିକାର – କମଳାଙ୍କ ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :