• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 2nd February 2024: ଏହି ରାଶିର ବ୍ୟକ୍ତିଙ୍କ ସଡକ ଦୁର୍ଘଟଣାର ସମ୍ଭାବନା ରହିଛି ...

ସୌର ମକରମାସ ମାଘ କୃଷ୍ଣପକ୍ଷ । ଇଂରାଜୀ ୦୨ ତାରିଖ ଶୁକ୍ରବାର। ଚନ୍ଦ୍ର- ତୁଳା ଅହୋରାତ୍ର। ତିଥି- ୭ମୀ ଦିବା ୦୪.୦୨ ଗତେ ୮ମୀ। ଘାତଚନ୍ଦ୍ର- ନାସ୍ତି।

Sagittarius

ଧନୁ

Friday 02 Feb 2024

ମୂଳା- କର୍ମ କ୍ଷେତ୍ରରେ ସଫଳତା ପାଇଁ କାହାଠାରୁ ପରାମର୍ଶ ମିଳିବ । ବ୍ୟବସାୟରେ ଧନ ଲାଭର ସୁଯୋଗ ଆସିବ । ସନ୍ଧ୍ୟା ସମୟରେ ପରିବାର ଲୋକଙ୍କ ସହିତ ସମୟ ବିତାଇବେ

ପୂ,ଷାଢା- ଲମ୍ବା ସମୟ ଧରି ଅଟକି ରହିଥିବା କାମକୁ ସମ୍ପୁର୍ଣ୍ଣ କରିବେ । ବିଦ୍ୟାର୍ଥୀମାନେ ପ୍ରତିଯୋଗିତା ମୂଳକ ପରୀକ୍ଷାରେ ସଫଳ ହେବେ । ନିର୍ମାଣ କାର୍ଯ୍ୟରେ ଆଗେଇବେ

ଉ,ଷାଢା- ରାଜନୀତିରେ କୈାଣସି ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟକୁ ହାତକୁ ନେବେ । କିଛି ଜିନିଷ ଦ୍ୱାରା ଆପଣ ଆଘାତ ପାଇ ପାରନ୍ତି । ବାହ୍ୟ ଶତୃଙ୍କ ଠାରୁ ଦୂରରେ ରହିଲେ ଭଲ

ପ୍ରତିକାର – ଶ୍ରୀ ରାମଙ୍କ ରକ୍ଷକ ସ୍ତୋତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :