• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 2nd February 2024: ଏହି ରାଶିର ବ୍ୟକ୍ତିଙ୍କ ସଡକ ଦୁର୍ଘଟଣାର ସମ୍ଭାବନା ରହିଛି ...

ସୌର ମକରମାସ ମାଘ କୃଷ୍ଣପକ୍ଷ । ଇଂରାଜୀ ୦୨ ତାରିଖ ଶୁକ୍ରବାର। ଚନ୍ଦ୍ର- ତୁଳା ଅହୋରାତ୍ର। ତିଥି- ୭ମୀ ଦିବା ୦୪.୦୨ ଗତେ ୮ମୀ। ଘାତଚନ୍ଦ୍ର- ନାସ୍ତି।

Capricorn

ମକର

Friday 02 Feb 2024

ଉ,ଷାଢା- ବ୍ୟବସାୟ ବିଷୟରେ ଭଲ କଥା କହିବେ । ପାରିବାରିକ ଜୀବନ ଆନନ୍ଦ ଦାୟକ ହେବ । ଭାଗ୍ୟ ଉଦ୍ୟୋଗି ହେବା ସହିତ, ବାଣିଜ୍ୟରେ ଲାଭ ମିଳିବ । ରୋଜଗାର ନୂତନ ସୁଯୋଗ ସୃଷ୍ଟି ହେବ

ଶ୍ରବଣା- ଶିକ୍ଷା ଓ କ୍ୟାରିୟର କ୍ଷେତ୍ରରେ ଆଗକୁ ବଢିବାର ସୁଯୋଗ ମିଳିବ ତେଣୁ ନିଷ୍ଠାପର ଭାବରେ ପ୍ରୟାସ ଜାରି ରଖିବ । ସମୟ ଅଭାବରୁ ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟକୁ ପରିବର୍ତ୍ତ ନ କରିପାରନ୍ତି

ଧନିଷ୍ଠା- ଆପଣଙ୍କୁ ପୁରସ୍କାର ମିଳିବାର ଯୋଗ ରହିଛି । କ୍ଷମତା ଶାଳୀ ହେବାର ସୁଯୋଗ ଆସିବ । ଅପ୍ରତ୍ୟାଶିତ ସଂମ୍ପତି ମିଳିବାର ସୂଚନା ଅଛି । ଆପଣଙ୍କ କାମରେ ଅନ୍ୟ ମାନଙ୍କୁ ଖୁସି କରିପାରିବେ

ପ୍ରତିକାର – ଭଗବାନ ବିଷ୍ଣୁଙ୍କ ବିଗ୍ରହକୁ ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :