• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 2nd Febryary 2025: ଆଜି ଏହି ରାଶିର ବ୍ୟକ୍ତିଙ୍କୁ ପ୍ରେମରେ ମିଳିବ ସଫଳତା

ସୌର ମକର ମାସ ମାଘ ଶୁକ୍ଲପକ୍ଷ । ଇଂରାଜୀରେ ୦୨ ତାରିଖ ରବିବାର । ଚନ୍ଦ୍ର- ମୀନ ଅହୋରାତ୍ର,ତିଥି- ୪ର୍ଥୀ ଦିବା ୦୯.୧୪ ଗତେ ୫ମୀ,ଘାତଚନ୍ଦ୍ର- ଧନୁ ରାଶିର ଅହୋରାତ୍ର,ଘାତବାର- ମେଷ ରାଶିର, ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ

Pisces

ମୀନ

Sunday 02 Feb 2025

ପୂ, ଭାଦ୍ରପଦ- ଆଶା କରିଥିବା ଖବର ପାଇ ଖୁସୀ ହୋଇଯିବେ । ପ୍ରେମିକା, ପ୍ରେମିକ ମାନଙ୍କର ଅନେକ ଦିନର ଅଭିଳାଷା ପୂର୍ଣ୍ଣ ହେବ । ଭାଇ- ଭଉଣୀ ମାନଙ୍କ ସହ ମନୋମାଳିନ୍ୟ ଦୂର ହେବ ।

ଉ, ଭାଦ୍ରପଦ- ରାଜନିତିରେ କୈାଣସି କାର୍ଯ୍ୟ ଆପଣଙ୍କ ହାତରୁ ଖସି ଯାଇପାରେ । କଳା ଓ ସାହିତ୍ୟ କ୍ଷେତ୍ରରେ ପ୍ରଶଂସିତ ହେବେ । ସାମ୍ବାଦିକତା କ୍ଷେତ୍ରରେ ପ୍ରଶଂସା ପାଇବେ ।

ରେବତୀ- ଛାତ୍ରଛାତ୍ରିମାନେ ପରୀକ୍ଷାରେ ଉତମ ଫଳ ପ୍ରଦର୍ଶନ କରିବେ । ଅବିବାହିତ ଯୁବକ ଯୁବତୀ ମାନଙ୍କର ବିବାହ ପ୍ରସ୍ତାବ ସ୍ଥିରିକୃତ ହୋଇଯିବ । ଉଧାର ଦେଇଥିବା ଟଙ୍କା ସହଜରେ ହସ୍ତଗତ ହୋଇଯିବ ।

ପ୍ରତିକାର – ହଳଦୀ ଖଣ୍ଡକୁ ଘୋରି ତିଲକ ଭାବରେ ମଥାରେ ଲଗାନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :