• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 2nd Febryary 2025: ଆଜି ଏହି ରାଶିର ବ୍ୟକ୍ତିଙ୍କୁ ପ୍ରେମରେ ମିଳିବ ସଫଳତା

ସୌର ମକର ମାସ ମାଘ ଶୁକ୍ଲପକ୍ଷ । ଇଂରାଜୀରେ ୦୨ ତାରିଖ ରବିବାର । ଚନ୍ଦ୍ର- ମୀନ ଅହୋରାତ୍ର,ତିଥି- ୪ର୍ଥୀ ଦିବା ୦୯.୧୪ ଗତେ ୫ମୀ,ଘାତଚନ୍ଦ୍ର- ଧନୁ ରାଶିର ଅହୋରାତ୍ର,ଘାତବାର- ମେଷ ରାଶିର, ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ

Cancer

କର୍କଟ

Sunday 02 Feb 2025

ପୁନର୍ବସୁ- ଶାରୀରିକ ଅସୁସ୍ଥତା ଜନିତ ପୀଡାରେ କଷ୍ଟ ପାଇପାରନ୍ତି । ନିଜ ଲୋକଙ୍କ ଉପରେ ଭରସା ମଧ୍ୟ କରି ପାରିବେ ନାହିଁ । ବ୍ୟବସାୟରେ କୈାଣସି ପରିସ୍ଥିତି ପ୍ରତି ଦୃଷ୍ଟି ରଖି କାମ କରନ୍ତୁ ।

ପୁଷ୍ୟା- କାରବାରରେ ବନ୍ଧୁ ବା ପରିବାର ଲୋକଙ୍କ ସାହାର‌୍ୟ୍ୟ ପାଇବେ । ରାଜନିତିରେ ଚାପ ହେତୁ ମାନସିକ କ୍ଲାନ୍ତି ଅନୁଭବ କରିବେ । ପରୀକ୍ଷାର୍ଥୀଙ୍କୁ ଶୁଭ ଖବର ମିଳିବ ।

ଅଶ୍ଳେଷା- ରାଜନୀତି କ୍ଷେତ୍ରରେ ଆପଣା ଲୋକଙ୍କ ସହଯୋଗ ବୃଦ୍ଧି ପାଇଁ ନିଃସଙ୍ଗତା ବୋଧର ପୀଡା ଦୂରେଇ ଯିବ । ଶିକ୍ଷାକ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ ଓ ଉଚ୍ଚଶିକ୍ଷା ପାଇଁ ବିଦେଶ ଯାତ୍ରାର ସୁଯୋଗ ପାଇ ପାରନ୍ତି

ପ୍ରତିକାର – ଗୁରୁଜନଙ୍କ ଆର୍ଶୀବାଦ ଗ୍ରହଣ କରନ୍ତୁ

ଶୁଭ ରଙ୍ଗ :ବାଇଗଣୀ

ଶୁଭ ସଂଖ୍ୟା :