• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 2nd Febryary 2025: ଆଜି ଏହି ରାଶିର ବ୍ୟକ୍ତିଙ୍କୁ ପ୍ରେମରେ ମିଳିବ ସଫଳତା

ସୌର ମକର ମାସ ମାଘ ଶୁକ୍ଲପକ୍ଷ । ଇଂରାଜୀରେ ୦୨ ତାରିଖ ରବିବାର । ଚନ୍ଦ୍ର- ମୀନ ଅହୋରାତ୍ର,ତିଥି- ୪ର୍ଥୀ ଦିବା ୦୯.୧୪ ଗତେ ୫ମୀ,ଘାତଚନ୍ଦ୍ର- ଧନୁ ରାଶିର ଅହୋରାତ୍ର,ଘାତବାର- ମେଷ ରାଶିର, ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ

Libra

ତୁଳା

Sunday 02 Feb 2025

ଚିତ୍ରା- ହଜମ ଜନୀତ ସମସ୍ୟା ସାମାନ୍ୟ ଦେଖା ଦେଇପାରେ । ପରିବହନ ଓ ଖାଦ୍ୟ ପଦାର୍ଥକୁ ନେଇ ବ୍ୟବସାୟରେ ନିଜ ଆଶାନୁରୂପକ ବ୍ୟବସାୟ କରିବେ । ମାନସିକ ଚାପ ସତ୍ୱେ ପରିବାରର ସବୁ କାରର‌୍ୟ୍ୟ ସୁଚାରୁରୂପେ ତୁଲାଇବେ

ସ୍ୱାତୀ- ବିବାହ ଆଶାୟୀ ଯୁବକ ଯୁବତୀ ମାନେ ବିବାହ ବଦ୍ଧନରେ ଆବଦ୍ଧ ହୋଇପାରନ୍ତି । ଆୟର ଉତ୍ସ ବୃଦ୍ଧି ପାଇବା ସହ ସମ୍ପତି ସମ୍ବନ୍ଧିତ ଶୁଭ ସମାଚାର ଶୁଣିବାକୁ ମିଳିବ । କଠିନ ପରିଶ୍ରମ କରୁଥିବା ଛାତ୍ରମାନଙ୍କ ଆଶା ଶେଷରେ ପୂରଣ ହେବ

ବିଶାଖା- ପଛ କଥା ନଭାବି ବର୍ତମାନ ପରିସ୍ଥିତିକୁ ସାମ୍ନା କରିବେ । ମହିଳା ମାନଙ୍କର ମିଷ୍ଠାନ ଲାଭରୁ ମନ ଖୁସିରହିବ । ଆଧାତ୍ମିକ ଜୀବନ ବିତାଇ ପାରନ୍ତି

ପ୍ରତିକାର – ଦେବୀ ମନ୍ଦିରରେ ଦାନ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :