• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 2nd Febryary 2025: ଆଜି ଏହି ରାଶିର ବ୍ୟକ୍ତିଙ୍କୁ ପ୍ରେମରେ ମିଳିବ ସଫଳତା

ସୌର ମକର ମାସ ମାଘ ଶୁକ୍ଲପକ୍ଷ । ଇଂରାଜୀରେ ୦୨ ତାରିଖ ରବିବାର । ଚନ୍ଦ୍ର- ମୀନ ଅହୋରାତ୍ର,ତିଥି- ୪ର୍ଥୀ ଦିବା ୦୯.୧୪ ଗତେ ୫ମୀ,ଘାତଚନ୍ଦ୍ର- ଧନୁ ରାଶିର ଅହୋରାତ୍ର,ଘାତବାର- ମେଷ ରାଶିର, ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ

Scorpio

ବିଛା

Sunday 02 Feb 2025

ବିଶାଖା- ବିଦ୍ୟାର୍ଥୀ ମାନେ ପଢାପଢିରେ ଅଧିକ ପରିଶ୍ରମ କରିଲେ ମଧ୍ୟ ଭଲ ଫଳ ମିଳିବ ନାହିଁ । ରାଜନୀତିରେ ନୂତନ ସମସ୍ୟାରେ ପିଡିତ ହେବେ । ଅଧିକାରୀଙ୍କ ସହିତ ତାଳମେଳ ରଖନ୍ତୁ ଫାଇଦା ହେବ

ଅନୁରାଧା- ସ୍ୱାସ୍ଥ୍ୟରେ ସାମାନ୍ୟ ବ୍ୟତିକ୍ରମ ଦେଖାଦେଇ ପାରେ । କୈାଣସି ନୂଆ କାର‌୍ୟ୍ୟ ଆରମ୍ଭ କରିବା ପାଇଁ ଚେଷ୍ଟା କରିବେ । ବିରୋଧୀ ମାନେ ସତ ଚେଷ୍ଟା କରିଲେ ମଧ୍ୟ କୈାଣସି କ୍ଷତି କରିପାରିବେ ନାହିଁ ।

ଜ୍ୟୋଷ୍ଠା- ପୂର୍ବ ଶତ୍ରୁମାନେ ପରାସ୍ତ ହେବେ । ସାମ୍ବାଦିକ ମାନେ ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ । ଅବିବାହିତ ଯୁବକ,ଯୁବତୀ ମାନଙ୍କର ବିବାହ ପ୍ରସ୍ତାବମାନ ସମାଧାନ ହୋଇଯିବ

ପ୍ରତିକାର – ସିନ୍ଧୁର ଟିକା ମସ୍ତକରେ ଲଗାଇ ଘରୁ ବାହାରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :