• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 2nd Febryary 2025: ଆଜି ଏହି ରାଶିର ବ୍ୟକ୍ତିଙ୍କୁ ପ୍ରେମରେ ମିଳିବ ସଫଳତା

ସୌର ମକର ମାସ ମାଘ ଶୁକ୍ଲପକ୍ଷ । ଇଂରାଜୀରେ ୦୨ ତାରିଖ ରବିବାର । ଚନ୍ଦ୍ର- ମୀନ ଅହୋରାତ୍ର,ତିଥି- ୪ର୍ଥୀ ଦିବା ୦୯.୧୪ ଗତେ ୫ମୀ,ଘାତଚନ୍ଦ୍ର- ଧନୁ ରାଶିର ଅହୋରାତ୍ର,ଘାତବାର- ମେଷ ରାଶିର, ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ

Sagittarius

ଧନୁ

Sunday 02 Feb 2025

ମୂଳା- ଶରୀରର ନିମ୍ନାଂଶରେ କିଛି ସମସ୍ୟା ଦେଖାଦେଇପାରେ । ନିଜର ବ୍ୟବସାୟକୁ ବିସ୍ତାର କରିବା ପାଇଁ ପଦକ୍ଷପ ନେବେ । ଚାକିରୀ କ୍ଷେତ୍ରରେ ଆପଣଙ୍କ କାମକୁ ନେଇ ସହକର୍ମି ମାନେ ବିରୋଧ କରିପାରନ୍ତି

ପୂ, ଷାଢା- ସପଂର୍କୀୟ ମାନଙ୍କ ସହିତ ବନ୍ଧୁତା ସ୍ୱତରେ ଆବଦ୍ଧ ହୋଇ ପାରନ୍ତି । ଜୀବନ ସାଥୀଙ୍କ ମଙ୍ଗଳ ଓ ତାଙ୍କର ଭାବନାକୁ ବିଚାର କରି କାର‌୍ୟ୍ୟ କରିବେ ଓ ଦାମ୍ପତ୍ୟ ଜୀବନରେ ମଧୁରତା ଆଣିବେ

ଉ, ଷାଢା- ଗୃହ ନିର୍ମାଣ ବ୍ୟବସାୟ କ୍ଷେତ୍ରରେ ସଫଳତା ଲାଭ କରିବେ । ଜମିଜମା କ୍ଷେତ୍ରରେ ନୂତନ ଚୁକ୍ତିପତ୍ର ସ୍ୱାକ୍ଷର କରିପାରନ୍ତି । ବିଦ୍ୟାର୍ଥୀ କ୍ୟାରୀୟରରେ ଉନ୍ନତି ପାଇଁ ଅଧିକ ପରିଶ୍ରମ କରିବେ

ପ୍ରତିକାର – ତାରାଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :