• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 2nd Jan 2024:ଏହି ରାଶିର ବ୍ୟକ୍ତି ଆଜି ଯେଉଁ କାମ କରିବେ ସଫଳତା ମିଳିବ

ସୈାର ଧନୁମାସ ପୌଷ କୃଷ୍ଣପକ୍ଷ । ଇଂରାଜୀରେ ତାରିଖ ୦୨ ମଙ୍ଗଳବାର ଚନ୍ଦ୍ର- ସିଂହ ସନ୍ଧ୍ୟା ୦୬.୨୮ ଗତେ କନ୍ୟା ତିଥ- ୬ଷ୍ଠୀ ସନ୍ଧ୍ୟା ୦୫.୧୧ ଗତେ ୭ମୀ ଘାତଚନ୍ଦ୍ର- କର୍କଟ ଓ ମକର ରାଶିର, ସନ୍ଧ୍ୟା ୦୬.୨୮ ଗତେ ବୃଷ ରାଶିର ଘାତବାର- ମକର ରାଶିର ପୁଷ୍କର ଦୋଷ- ୧ ପାଦ

Taurus

ବୃଷ

Tuesday 02 Jan 2024

କୃତିକା- ବନ୍ଧୁଙ୍କ କାମକୁ ଅଗ୍ରାଧିକାର ଭିତରେ କରିବାକୁ ଯାଇ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି। ଅନୁକୂଳ ବାତାବରଣ ସୃଷ୍ଟି ହେବ। କର୍ମକ୍ଷେତ୍ରରେ ନୂତନ ଦାୟିତ୍ୱ ହାତକୁ ନେବାକୁ ପଡ଼ିପାରେ।

ରୋହିଣୀ- କୌଣସି ଧାତୁ ସମ୍ବନ୍ଧୀୟ ବ୍ୟବସାୟରେ ଲାଭବାନ୍ ହେବେ । ଚାପଗ୍ରସ୍ତ ରହିବେ । ଦୂର ସମ୍ପର୍କୀୟ ବନ୍ଧୁଙ୍କ ଠାରୁ ଆର୍ଥିକ ସମ୍ବନ୍ଧୀୟ ସୁ ସମ୍ବାଦ ପାଇପାରନ୍ତି ।

ମୃଗଶିରା- ଯେତିକି ପାଇବେ ତାହାର ଦୁଇଗୁଣା ଖର୍ଚ୍ଚ କରିବାକୁ ବାଧ୍ୟ ହେବେ। ବ୍ୟକ୍ତିଙ୍କର ଇଚ୍ଛା ନ ଥିଲେ ସୁଦ୍ଧା ହଠାତ୍ ଦୂରକୁ ଯିବାକୁ ପଡ଼ିପାରେ। ଅବଶ୍ୟ କର୍ମକ୍ଷେତ୍ରର ଅସମ୍ପୂର୍ଣ୍ଣ କାମକୁ ସମ୍ପୂର୍ଣ୍ଣ କରିବେ।

ପ୍ରତିକାର – ଶୁକ୍ରଙ୍କର ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :