• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 2nd Jan 2024:ଏହି ରାଶିର ବ୍ୟକ୍ତି ଆଜି ଯେଉଁ କାମ କରିବେ ସଫଳତା ମିଳିବ

ସୈାର ଧନୁମାସ ପୌଷ କୃଷ୍ଣପକ୍ଷ । ଇଂରାଜୀରେ ତାରିଖ ୦୨ ମଙ୍ଗଳବାର ଚନ୍ଦ୍ର- ସିଂହ ସନ୍ଧ୍ୟା ୦୬.୨୮ ଗତେ କନ୍ୟା ତିଥ- ୬ଷ୍ଠୀ ସନ୍ଧ୍ୟା ୦୫.୧୧ ଗତେ ୭ମୀ ଘାତଚନ୍ଦ୍ର- କର୍କଟ ଓ ମକର ରାଶିର, ସନ୍ଧ୍ୟା ୦୬.୨୮ ଗତେ ବୃଷ ରାଶିର ଘାତବାର- ମକର ରାଶିର ପୁଷ୍କର ଦୋଷ- ୧ ପାଦ

Gemini

ମିଥୁନ

Tuesday 02 Jan 2024

ମୃଗଶିରା- ଯେଉଁ କାମ ହାତକୁ ନେଇଛନ୍ତି ତାହା ସହଜରେ ସମ୍ପନ୍ନ କରିବାରେ କୌଣସି ଅସୁବିଧା ହେବନାହିଁ । ବ୍ୟବସାୟରେ ସମସ୍ୟାକୁ ସୁଧାରି ନେବେ ଓ ନୂତନ ବାଣିଜ୍ୟ ଯୋଡ଼ିବା ପାଇଁ ଚିନ୍ତା କରିବେ।

ଆଦ୍ରା- ପରିବାରରେ କୈାଣସି ଗୁରୁ ଦାୟିତ୍ୱ ତୁଲାଇବେ । ବ୍ୟବସାୟରେ ବ୍ୟସ୍ତ ରହିବେ, ମାତ୍ର ବିଶେଷ ଭାବରେ ଲାଭବାନ୍ ହେବେ। ଆପଣ ଅଧ୍ୟୟନ କରିବାକୁ ବହୁତ ଆଗ୍ରହୀ ହେବେ ।

ପୁନର୍ବସୁ- ପୂର୍ବ ଶତ୍ରୁତା କାରଣରୁ ପ୍ରତ୍ୟେକ କାର୍ଯ୍ୟବଳୀର ସଠିକ୍ ସମୀକ୍ଷା କରିପାରିବେ ନାହିଁ। ବାଣିଜ୍ୟ, ଯାତ୍ରା, ପ୍ରତିଦ୍ୱନ୍ଦ୍ୱିତା ପ୍ରଭୃତି କ୍ଷେତ୍ରରେ ସାଧାରଣ ସମସ୍ୟା ଲାଗିରହିବ । ଯେଉଁଥିପାଇଁ ଚିନ୍ତା କରୁଥିଲେ ଆଜି ତାହା ସାମାନ୍ୟ ଚେଷ୍ଟାରେ ପାଇବେ।

ପ୍ରତିକାର – ତ୍ରିପୁରା ସୁନ୍ଦରୀଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :