• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 2nd Jan 2024:ଏହି ରାଶିର ବ୍ୟକ୍ତି ଆଜି ଯେଉଁ କାମ କରିବେ ସଫଳତା ମିଳିବ

ସୈାର ଧନୁମାସ ପୌଷ କୃଷ୍ଣପକ୍ଷ । ଇଂରାଜୀରେ ତାରିଖ ୦୨ ମଙ୍ଗଳବାର ଚନ୍ଦ୍ର- ସିଂହ ସନ୍ଧ୍ୟା ୦୬.୨୮ ଗତେ କନ୍ୟା ତିଥ- ୬ଷ୍ଠୀ ସନ୍ଧ୍ୟା ୦୫.୧୧ ଗତେ ୭ମୀ ଘାତଚନ୍ଦ୍ର- କର୍କଟ ଓ ମକର ରାଶିର, ସନ୍ଧ୍ୟା ୦୬.୨୮ ଗତେ ବୃଷ ରାଶିର ଘାତବାର- ମକର ରାଶିର ପୁଷ୍କର ଦୋଷ- ୧ ପାଦ

Cancer

କର୍କଟ

Tuesday 02 Jan 2024

ପୁନର୍ବସୁ- ନିଜ ପରିସରରେ ସବୁକଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡ଼ିବେ। ବାଣିଜ୍ୟ, ନିର୍ମାଣ ଓ ପରିବହନରେ କିଛି ସମସ୍ୟା ଦେଖାଦେଇପାରେ। ଉତ୍ସର୍ଗୀକୃତ ହୋଇପାରନ୍ତି ଏବଂ ଆଧ୍ୟାତ୍ମିକ ଗୁଣ ଧାରଣ କରିପାରନ୍ତି ।

ପୁଷ୍ୟା- କାର୍ଯ୍ୟବ୍ୟସ୍ତତା କାରଣରୁ ମାନସିକ ଅସ୍ଥିରତା ଲାଗି ରହିବ। ଆପଣଙ୍କ ସୁବିଧା ଓ ଅସୁବିଧାର ସମୀକ୍ଷା କରି ଘରଲୋକ ବ୍ୟସ୍ତବିବ୍ରତ ହୋଇପାରନ୍ତି। ସାକ୍ଷାତକାରରେ ଜୟ ଯୁକ୍ତ ହୋଇ ନୂତନ କର୍ମ ପ୍ରାପ୍ତିର ସୁଯୋଗ ପାଇପାରନ୍ତି ।

ଅଶ୍ଲେଷା- ପ୍ରତିଯୋଗିତାରେ ସଫଳତା ଯୋଗୁ ମନ ଖୁସି ରହିବ। ବାଧ୍ୟ ବାଧକତାରେ ଦୂରଯାତ୍ରା କରିବାକୁ ପଡ଼ିପାରେ। ଆତ୍ମୀୟମାନେ ଆପଣଙ୍କ କାମକୁ ସୁଗମ କରିପାରନ୍ତି।

ପ୍ରତିକାର – ବରଗଛ ମୂଳରେ କିଛି କ୍ଷୀର ଢାଳି ଦିନଟି ଆରମ୍ଭ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :