• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 2nd Jan 2024:ଏହି ରାଶିର ବ୍ୟକ୍ତି ଆଜି ଯେଉଁ କାମ କରିବେ ସଫଳତା ମିଳିବ

ସୈାର ଧନୁମାସ ପୌଷ କୃଷ୍ଣପକ୍ଷ । ଇଂରାଜୀରେ ତାରିଖ ୦୨ ମଙ୍ଗଳବାର ଚନ୍ଦ୍ର- ସିଂହ ସନ୍ଧ୍ୟା ୦୬.୨୮ ଗତେ କନ୍ୟା ତିଥ- ୬ଷ୍ଠୀ ସନ୍ଧ୍ୟା ୦୫.୧୧ ଗତେ ୭ମୀ ଘାତଚନ୍ଦ୍ର- କର୍କଟ ଓ ମକର ରାଶିର, ସନ୍ଧ୍ୟା ୦୬.୨୮ ଗତେ ବୃଷ ରାଶିର ଘାତବାର- ମକର ରାଶିର ପୁଷ୍କର ଦୋଷ- ୧ ପାଦ

Sagittarius

ଧନୁ

Tuesday 02 Jan 2024

ମୂଳା- ବ୍ୟବସାୟରେ ଭାଇ ଭଉଣୀଙ୍କଠାରୁ ସହଯୋଗ ମିଳିବ । ଭୋଗବିଳାସ, ସାହିତ୍ୟ, କ୍ରୀଡା, ଚଳଚ୍ଚିତ୍ର ଓ ମଉଜ ମଜଲିସ୍ ସକାଶେ ମନ ବଳାଇବେ। ପରିବାରରେ ସୁଖଶାନ୍ତି ପ୍ରାପ୍ତ ହେବ ।

ପୂ,ଷାଢା- ଗବେଷଣା, ସଭାସମିତି, କଳା, ସାହିତ୍ୟ ଓ ରଚନାମତ୍କ କାର୍ଯ୍ୟରେ ଅଗ୍ରଗତି ଘଟିବ। କର୍ମ କ୍ଷେତ୍ରରେ ସହକର୍ମୀଙ୍କ ଦ୍ୱାରା ପ୍ରଶଂସିତ ହେବେ । ଛାତ୍ରଛାତ୍ରୀମାନେ ଉତ୍ତମ ଫଳ ପ୍ରଦର୍ଶନ କରିବେ ।

ଉ,ଷାଢା- ସାମାନ୍ୟ ବ୍ୟତିକ୍ରମ ମଧ୍ୟରେ ଦିନଟି ଏକପ୍ରକାର ଭଲରେ ଅତିବାହିତ ହେବ। ସହକର୍ମୀମାନଙ୍କ ସୌହାର୍ଦ୍ଦ୍ୟରୁ ସମସ୍ୟା ଗୁଡ଼ିକ ସୁଧୁରି ଯିବ। ନିକଟ ସମ୍ପର୍କୀୟମାନଙ୍କଠାରୁ ପରାମର୍ଶ ନେବା ଭଲ ହେବ

ପ୍ରତିକାର – ହନୁମାନଙ୍କ ପାଖରେ ବୁନ୍ଦିଲଡୁ ଭୋଗ ଲଗାଇ ଛୋଟ ପିଲାଙ୍କୁ ଖାଇବାକୁ ଦିଅନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :