• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 2nd January 2025: ଆଜି ଏହି ରାଶିର ବ୍ୟକ୍ତି ସାମ୍ବାଦିକତା କ୍ଷେତ୍ରରେ ପ୍ରଂଶସା ସାଉଟିବେ

ସୌର ଧନୁ ମାସ ପୌଷ ଶୁକ୍ଳପକ୍ଷ । ଇଂରାଜୀରେ ୨ ତାରିଖ ଗୁରୁବାର । ଚନ୍ଦ୍ର- ମକର ଅହୋରାତ୍ର,ତିଥି- ୩ ୟା ରାତ୍ରି ୦୧.୦୮ ଗତେ ୪ର୍ଥୀ, ଘାତଚନ୍ଦ୍ର- ସିଂହ ରାଶିର ଅହୋରାତ୍ର,ପୁଷ୍କର ଦୋଷ- ନାସ୍ତି ।

Aquarius

କୁମ୍ଭ

Thursday 02 Jan 2025

ଧନିଷ୍ଠା- ବ୍ୟବସାୟରେ ଭାଗୀଦାରମାନେ ପାଦ ସହିତ ପାଦ ମିଶାଇ ବେପାର ବୃଦ୍ଧି କରିବେ । କୁଟୁମ୍ବରେ ଲାଗି ରହିଥିବା ଝଗଡାର ସମାଧାନ କରିପାରିବେ । କର୍ମଚାରୀ ମାନେ କାର୍ଯ୍ୟରେ ଦକ୍ଷତା ପ୍ରଦର୍ଶନ କରିବେ ।

ଶତଭିଷା- ରାଜନୈତିକ କ୍ଷେତ୍ରରେ ଉଚ୍ଚ କର୍ମକର୍ତାଙ୍କ ସୁଦୃଷ୍ଟି ପ୍ରାପ୍ତ ହେବ । ଅନୁସନ୍ଧାନ ପ୍ରୋଜେକ୍ଟରେ କାମ କରୁଛନ୍ତି ତେବେ ଆପଣ ଭଲ କରିବାକୁ ସମର୍ଥ ହେବେ । ଦାମ୍ପତ୍ୟ ଜୀବନରେ ସୁନ୍ଦର ମୁହୂର୍ତ୍ତଗୁଡ଼ିକ ଅନୁଭବ କରିବାକୁ ଅଧିକ ସୁଯୋଗ ଆସିବ

ପୂ, ଭାଦ୍ରପଦ- ଆପଣଙ୍କ ପାଇଁ ଟଙ୍କା ରୋଜଗାର କରିବାର ଅନେକ ସରଳ ଉପାୟ ମିଳିବ । ଭୁଲ୍ ବୁଝାମଣା କାରଣରୁ ଭାଇ କିମ୍ବା ଭଉଣୀଙ୍କ ସହ ସମ୍ପର୍କରେ ତିକ୍ତତା ସୃଷ୍ଟି ହୋଇପାରେ। ଜମିଜମା କାରବାର ସକାଶେ ଦିନଟି ବହୁତ ଭଲ ।

ପ୍ରତିକାର- ପକ୍ଷୀଙ୍କୁ କିଛି ଦାନା ଖାଇବାକୁ ଦିଅନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :