ସୈାର ମିଥୁନ ମାସ ଆଷାଢ ଶୁକ୍ଲପକ୍ଷ । ଇଂରାଜୀରେ ୦୨ ତାରିଖ ରବିବାର । ଚନ୍ଦ୍ର – ବିଛା ଅହୋରାତ୍ର, ତିଥି – ୧୪ଶୀ ରାତ୍ରି ୦୮.୨୧ ଗତେ ପୂର୍ଣ୍ଣିମା, ଘାତ ଚନ୍ଦ୍ର – ଦିବା ୦୧.୧୭ ଗତେ ତୁଳା ଓ କୁମ୍ଭ, ଘାତ ବାର – ମେଷ, ପୁଷ୍କର ଦୋଷ – ୧ ପାଦ କୃଷିହାନି- ଭୂମିଦାନ
ପୁନର୍ବସୁ - ଶାରୀରିକ ସମସ୍ୟାକୁ ଅଣ ଦେଖା କରିବା ଦ୍ୱାରା ସ୍ୱାସ୍ଥ୍ୟ ଜନିତ ନାନା ସମସ୍ୟା ବଢିପାରେ । ଆବଶ୍ୟକତାରୁ ଅଧିକ କହିବା ଅହିତକର ହୋଇପାରେ । ବାଣିଜ୍ୟ କ୍ଷେତ୍ରରେ ଉଚ୍ଚ ଫଳପ୍ରାପ୍ତି ହୋଇପାରେ ।
ପୁଷ୍ୟା - ପରିବାରରେ କୌଣସି ଗୁରୁ ଦାୟିତ୍ୱ ତୁଲାଇବେ । କାର୍ଯ୍ୟ କ୍ଷେତ୍ରରେ ଆପଣଙ୍କର କାର୍ଯ୍ୟ ଉପରେ ଆଧାର କରି ଏକ ଭଲ ପଦୋନ୍ନତି ଏବଂ ବେତନ ବୃଦ୍ଧି ହୋଇପାରେବ ।
ଅଶ୍ଳେଷା - ନିଜ ମାଲିକାନାରେ ଥିବା ସମ୍ପକୁ ହସ୍ତାନ୍ତର କରିପାରନ୍ତି । ଆପଣ ଅଧ୍ୟୟନ କରିବାକୁ ବହୁତ ଆଗ୍ରହୀ ହେବେ । ନିଜ ମନରେ ନାକାରତ୍ମକ ଚିନ୍ତାକୁ ଆସିବାକୁ ଦିଅନ୍ତୁ ନାହିଁ ।
ପ୍ରତିକାର – କୈାଣସି ଅସହାୟ ବ୍ୟକ୍ତିଙ୍କୁ ସାହାର୍ଯ୍ୟ କରନ୍ତୁ ।
ଶୁଭ ରଙ୍ଗ :ଧଳା
ଶୁଭ ସଂଖ୍ୟା :୨