• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 2nd July 2024: ଏହି ରାଶିର ବ୍ୟକ୍ତି ଆଜି ବ୍ୟବସାୟରେ ସଫଳତା ପାଇବେ

ସୈାର ମିଥୁନ ମାସ ଆଷାଢ କୃଷ୍ଣପକ୍ଷ । ଇଂରାଜୀରେ ୦୨ ତାରିଖ ମଙ୍ଗଳବାର । ଚନ୍ଦ୍ର- ମେଷ ଦିବା ୧୧.୧୪ ଗତେ ବୃଷ,ତିଥି- ୧୧ଶୀ ଦିବା ୦୮.୪୨ ଗତେ ୧୨ ଶୀ । ଘାତଚନ୍ଦ୍ର- ମେ ଷ ରାଶିର, ଦିବା ୧୧.୧୪ ଗତେ ବିଛା ରାଶିର ଘାତବାର- ମକ ର ରାଶିର ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ପ୍ରାତଃ ୦୫.୨୭ ଗତେ ୨ ପାଦ-କୃଷି ଓ ବଂ ଶହାନି-ଭୂମି ଓ ତିଳକାଞ୍ଚନ ଦାନ ଦିବା ୦୮.୪୨ ଗତେ ୩ ପାଦ-କୃଷି, ପଶୁ ଓ ବଂଶହାନି-ଭୂମି, ଅନ୍ନ ଓ ତିଳକାଞ୍ଚନ ଦାନ ନିଶାନ୍ତ ୦୪.୩୯ ଗତେ ରୋହିଣୀ ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ

Taurus

ବୃଷ

Tuesday 02 Jul 2024

କୃତିକା- କର୍ମକ୍ଷେତ୍ରରେ ଅନ୍ୟମାନଙ୍କ କଥାକୁ ସହଜରେ ଗ୍ରହଣ କରିପାରିବେ ନାହିଁ। ପିଲାମାନଙ୍କ କାର‌୍ୟ୍ୟକଳାପ ପାଇଁ ଅସନ୍ତୋଷ ସୃଷ୍ଟି କରିବ। ଆପଣ ଉପକାର କରିଥିବା ବ୍ୟକ୍ତିଙ୍କଠାରୁ ପ୍ରତିଦାନ ପାଇବା ଦୁର୍ଲ୍ଲଭ ହେବ।

ରୋହିଣୀ- ନୂତନ ବ୍ୟବସାୟ ଆରମ୍ଭ କରିି , ମାତ୍ର ମୂଳଧନ ବିନିଯୋଗରେ ସାମାନ୍ୟ ଲାଭ ଦେଖାଦେବ । ରାଜନୀତି କ୍ଷେତ୍ରରେ ସମସ୍ୟା ସୁଧାର ନେବି । ଅନ୍ୟ ମନସ୍କ ହେତୁ ପାଠପଢାରେ ମନ ଲାଗିବ ନାହିଁ ।

ମୃଗଶିରା- ଶତୃକୁ ଶରଣାଗତ କରାଇପାରନ୍ତି । ମହିଳା ମାନେ ଉଦାର ସ୍ୱଭାବ ରହିବେ । ଯାତ୍ରାରେ ଭୋଗ ବିଳାସ ଓ ଆନନ୍ଦମୟ ମୁହୂର୍ତ କଟିବ । ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ପାଇବ

ପ୍ରତିକାର – ଦେବୀ ମନ୍ଦିରରେ ଅରୁଆ ଚାଉଳ ଦାନ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :