• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 2nd July 2024: ଏହି ରାଶିର ବ୍ୟକ୍ତି ଆଜି ବ୍ୟବସାୟରେ ସଫଳତା ପାଇବେ

ସୈାର ମିଥୁନ ମାସ ଆଷାଢ କୃଷ୍ଣପକ୍ଷ । ଇଂରାଜୀରେ ୦୨ ତାରିଖ ମଙ୍ଗଳବାର । ଚନ୍ଦ୍ର- ମେଷ ଦିବା ୧୧.୧୪ ଗତେ ବୃଷ,ତିଥି- ୧୧ଶୀ ଦିବା ୦୮.୪୨ ଗତେ ୧୨ ଶୀ । ଘାତଚନ୍ଦ୍ର- ମେ ଷ ରାଶିର, ଦିବା ୧୧.୧୪ ଗତେ ବିଛା ରାଶିର ଘାତବାର- ମକ ର ରାଶିର ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ପ୍ରାତଃ ୦୫.୨୭ ଗତେ ୨ ପାଦ-କୃଷି ଓ ବଂ ଶହାନି-ଭୂମି ଓ ତିଳକାଞ୍ଚନ ଦାନ ଦିବା ୦୮.୪୨ ଗତେ ୩ ପାଦ-କୃଷି, ପଶୁ ଓ ବଂଶହାନି-ଭୂମି, ଅନ୍ନ ଓ ତିଳକାଞ୍ଚନ ଦାନ ନିଶାନ୍ତ ୦୪.୩୯ ଗତେ ରୋହିଣୀ ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ

Aquarius

କୁମ୍ଭ

Tuesday 02 Jul 2024

ଧନିଷ୍ଠା- ଶାରୀରିକ ସୁସ୍ଥତା ଫେରି ଆସିବା ସହ ବନ୍ଧୁ ପରିଜନଙ୍କ ସ୍ନେହ,ଶ୍ରଦ୍ଧା ପାଇବେ । ବଡ ବ୍ୟବସାୟ ଦଳରେ ସାମିଲ ହେବା ପାଇଁ ପ୍ରସ୍ତାବ ପାଇବେ । ଆଜି କିଛି ଭଲ ଖବର ମିଳିବ ଯାହାକୁ ନେଇ ପୁରା ଦିନ ମନ ପ୍ରସନ୍ନ ରହିବ ।

ଶତଭିଷା- କର୍ମ କ୍ଷେତ୍ରରେ ଜଣେ ବନ୍ଧୁଙ୍କ କାମରେ ସନ୍ତୁଷ୍ଟ ହୋଇପାରନ୍ତି । ଭାଗ୍ୟର ପରିବର୍ତନ ହେଲାଭଳି ଉନ୍ନତି ପଥରେ ଅଗ୍ରସର ହେବେ । ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଇ ସଫଳ ହେବେ

ପୂ,ଭାଦ୍ରପଦ- ଭୂ- ସମ୍ପତିରେ ଅଧିକ ପଇସା ନିବେଶ କରନ୍ତୁ । ନିଜ ସିଦ୍ଧାନ୍ତରେ ଅଟଳ ରହିବା ଫଳରେ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ । ଶତୃମାନେ ମଥାନତ କରିବେ

ପ୍ରତିକାର – ଶନିଙ୍କର ଗାୟତ୍ରୀ ପାଠ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :