• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 2nd July 2024: ଏହି ରାଶିର ବ୍ୟକ୍ତି ଆଜି ବ୍ୟବସାୟରେ ସଫଳତା ପାଇବେ

ସୈାର ମିଥୁନ ମାସ ଆଷାଢ କୃଷ୍ଣପକ୍ଷ । ଇଂରାଜୀରେ ୦୨ ତାରିଖ ମଙ୍ଗଳବାର । ଚନ୍ଦ୍ର- ମେଷ ଦିବା ୧୧.୧୪ ଗତେ ବୃଷ,ତିଥି- ୧୧ଶୀ ଦିବା ୦୮.୪୨ ଗତେ ୧୨ ଶୀ । ଘାତଚନ୍ଦ୍ର- ମେ ଷ ରାଶିର, ଦିବା ୧୧.୧୪ ଗତେ ବିଛା ରାଶିର ଘାତବାର- ମକ ର ରାଶିର ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ପ୍ରାତଃ ୦୫.୨୭ ଗତେ ୨ ପାଦ-କୃଷି ଓ ବଂ ଶହାନି-ଭୂମି ଓ ତିଳକାଞ୍ଚନ ଦାନ ଦିବା ୦୮.୪୨ ଗତେ ୩ ପାଦ-କୃଷି, ପଶୁ ଓ ବଂଶହାନି-ଭୂମି, ଅନ୍ନ ଓ ତିଳକାଞ୍ଚନ ଦାନ ନିଶାନ୍ତ ୦୪.୩୯ ଗତେ ରୋହିଣୀ ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ

Pisces

ମୀନ

Tuesday 02 Jul 2024

ପୂ,ଭାଦ୍ରପଦ- ସ୍ୱାସ୍ଥ୍ୟ ସମସ୍ୟା ଦୂର ହେବ । ସ୍ୱାର୍ଥ ପ୍ରବୃତିର ଶୀକାର ହୋଇ ବନ୍ଧୁ ମିତ୍ରଙ୍କ ସହ ହସ ଖୁସିର ବାତାବରଣ ସୃଷ୍ଟି ହେବ । ଜୀବନରେ ନୂଆଲକ୍ଷ ନିର୍ଦ୍ଧାରିତ କରିବା ପାଇଁ ମନ ଲଗାଇ କାର‌୍ୟ୍ୟ କରିବେ ।

ଉ,ଭାଦ୍ରପଦ- ବ୍ୟବସାୟରେ ଦୂରସ୍ଥାନକୁ ଯାତ୍ରା କରିବା ଦ୍ୱାରା ବହୁତ ଲାଭ ମିଳିବ ଓ ଧନ ପ୍ରାପ୍ତି ହେବ । ଚାକିରି କ୍ଷେତ୍ରରେ ସୁନାମ ବୃଦ୍ଧି ଘଟିବ । ରାଜନୈତିକ କ୍ଷେତ୍ରରେ ବାଦବିବାଦ ଠାରୁ ଦୂରେଇ ରହିବେ ।

ରେବତୀ- କର୍ମକ୍ଷେତ୍ରରେ ଉଚ୍ଚ କର୍ମକର୍ତାଙ୍କ ସହିତ ମତାନ୍ତର ଫଳରେ ସେମାନେ ଆପଣଙ୍କୁ ବିରୁଦ୍ଧାଚରଣ କରିବେ । ସମସ୍ତ ବାଧାକୁ ସଂଘର୍ଷ କରି ଆଗକୁ ବଢିପାରିବେ । ମହିଳା ମାନଙ୍କର କାହା ସହିତ ତାଳମେଳ ରହିବ ନାହିଁ ।

ପ୍ରତିକାର – ଅଶ୍ୱତଥ୍ ଗଛକୁ ପୂଜା କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :