Daily Horoscope 2nd July 2024: ଏହି ରାଶିର ବ୍ୟକ୍ତି ଆଜି ବ୍ୟବସାୟରେ ସଫଳତା ପାଇବେ
/odishatv-khabar/media/media_files/uploadimage/library/16_9/16_9_0/IMAGE_1719890853-487793.jpg)
ସୈାର ମିଥୁନ ମାସ ଆଷାଢ କୃଷ୍ଣପକ୍ଷ । ଇଂରାଜୀରେ ୦୨ ତାରିଖ ମଙ୍ଗଳବାର । ଚନ୍ଦ୍ର- ମେଷ ଦିବା ୧୧.୧୪ ଗତେ ବୃଷ,ତିଥି- ୧୧ଶୀ ଦିବା ୦୮.୪୨ ଗତେ ୧୨ ଶୀ । ଘାତଚନ୍ଦ୍ର- ମେ ଷ ରାଶିର, ଦିବା ୧୧.୧୪ ଗତେ ବିଛା ରାଶିର ଘାତବାର- ମକ ର ରାଶିର ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ପ୍ରାତଃ ୦୫.୨୭ ଗତେ ୨ ପାଦ-କୃଷି ଓ ବଂ ଶହାନି-ଭୂମି ଓ ତିଳକାଞ୍ଚନ ଦାନ ଦିବା ୦୮.୪୨ ଗତେ ୩ ପାଦ-କୃଷି, ପଶୁ ଓ ବଂଶହାନି-ଭୂମି, ଅନ୍ନ ଓ ତିଳକାଞ୍ଚନ ଦାନ ନିଶାନ୍ତ ୦୪.୩୯ ଗତେ ରୋହିଣୀ ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
