• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 2nd July 2024: ଏହି ରାଶିର ବ୍ୟକ୍ତି ଆଜି ବ୍ୟବସାୟରେ ସଫଳତା ପାଇବେ

ସୈାର ମିଥୁନ ମାସ ଆଷାଢ କୃଷ୍ଣପକ୍ଷ । ଇଂରାଜୀରେ ୦୨ ତାରିଖ ମଙ୍ଗଳବାର । ଚନ୍ଦ୍ର- ମେଷ ଦିବା ୧୧.୧୪ ଗତେ ବୃଷ,ତିଥି- ୧୧ଶୀ ଦିବା ୦୮.୪୨ ଗତେ ୧୨ ଶୀ । ଘାତଚନ୍ଦ୍ର- ମେ ଷ ରାଶିର, ଦିବା ୧୧.୧୪ ଗତେ ବିଛା ରାଶିର ଘାତବାର- ମକ ର ରାଶିର ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ପ୍ରାତଃ ୦୫.୨୭ ଗତେ ୨ ପାଦ-କୃଷି ଓ ବଂ ଶହାନି-ଭୂମି ଓ ତିଳକାଞ୍ଚନ ଦାନ ଦିବା ୦୮.୪୨ ଗତେ ୩ ପାଦ-କୃଷି, ପଶୁ ଓ ବଂଶହାନି-ଭୂମି, ଅନ୍ନ ଓ ତିଳକାଞ୍ଚନ ଦାନ ନିଶାନ୍ତ ୦୪.୩୯ ଗତେ ରୋହିଣୀ ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ

Cancer

କର୍କଟ

Tuesday 02 Jul 2024

ପୁନର୍ବସୁ- ସ୍ୱାସ୍ଥ୍ୟରେ ଉନ୍ନତି ପରିଲଖିତ ହେବ । ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବ । ଦାମ୍ପତ୍ୟ ଜୀବନରେ କିଛିଟା ବ୍ୟତିକ୍ରମ ଦେଖା ଦେଇପାରେ ।

ପୁଷ୍ୟା- ବାଣିଜ୍ୟ କାରବାରରେ ଉତ୍ସାହ ଉଦ୍ଦିପନା ଯୁକ୍ତ ହେବ । ରାଜନୈତିକ କ୍ଷେତ୍ରରେ ଜଟିଳ ପରିସ୍ଥିତି ଥିଲେ ସରଳ ହେବ । ଅର୍ଥ ସମ୍ପର୍କିତ ଚୁକ୍ତିପତ୍ର କଲେ ଲାଭ ପାଇବେ

ଅଶ୍ଲେଷା- ଶିକ୍ଷା କ୍ଷେତ୍ରରେ ପରିଣାମ ଅନୁକୂଳ ହେବା ଫଳରେ ବିଦ୍ୟାରେ ଉନ୍ନତି କରିବେ । ପରହାତରେ ଥିବା ଧନ ସହଜରେ ପ୍ରାପ୍ତ ହେବ । ମହିଳା ମାନଙ୍କୁ କୈାଣସି ବ୍ୟକ୍ତିଙ୍କ ସହୟତା ମିଳିବ

ପ୍ରତିକାର – ବରଗଛ ମୂଳରେ କ୍ଷୀର ଢାଳି ଦିନ ଆରମ୍ଭ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :