• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 2nd July 2024: ଏହି ରାଶିର ବ୍ୟକ୍ତି ଆଜି ବ୍ୟବସାୟରେ ସଫଳତା ପାଇବେ

ସୈାର ମିଥୁନ ମାସ ଆଷାଢ କୃଷ୍ଣପକ୍ଷ । ଇଂରାଜୀରେ ୦୨ ତାରିଖ ମଙ୍ଗଳବାର । ଚନ୍ଦ୍ର- ମେଷ ଦିବା ୧୧.୧୪ ଗତେ ବୃଷ,ତିଥି- ୧୧ଶୀ ଦିବା ୦୮.୪୨ ଗତେ ୧୨ ଶୀ । ଘାତଚନ୍ଦ୍ର- ମେ ଷ ରାଶିର, ଦିବା ୧୧.୧୪ ଗତେ ବିଛା ରାଶିର ଘାତବାର- ମକ ର ରାଶିର ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ପ୍ରାତଃ ୦୫.୨୭ ଗତେ ୨ ପାଦ-କୃଷି ଓ ବଂ ଶହାନି-ଭୂମି ଓ ତିଳକାଞ୍ଚନ ଦାନ ଦିବା ୦୮.୪୨ ଗତେ ୩ ପାଦ-କୃଷି, ପଶୁ ଓ ବଂଶହାନି-ଭୂମି, ଅନ୍ନ ଓ ତିଳକାଞ୍ଚନ ଦାନ ନିଶାନ୍ତ ୦୪.୩୯ ଗତେ ରୋହିଣୀ ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ

Leo

ସିଂହ

Tuesday 02 Jul 2024

ମଘା- ସ୍ୱାସ୍ଥ୍ୟରେ ଅବୋନ୍ନତି ଦେଖା ଦେଇପାରେ । ବିବାହ ଆଶାୟୀ ଯୁବକ ଯୁବତୀ ମାନଙ୍କ ପାଇଁ ସ୍ତିରିକୃତ ହୋଇପାରେ । ସମସ୍ତ ପ୍ରକାରର ସୁବିଧାଥିଲେ ମଧ୍ୟ ବହୁ କଷ୍ଟରେ କାର‌୍ୟ୍ୟସିଦ୍ଧି ଘଟିବ ।

ପୂ,ଫାଲଗୁନି- କମ୍ ପରିଶ୍ରମ କରି ନିଜର ଉଦେଶ୍ୟ ହାସଲ କରିନେବେ । ଚାକିରୀ କ୍ଷେତ୍ରରେ ବିରୋଧି ଦଳଙ୍କ ସଂଖ୍ୟା ବଢିପାରେ । ଶିକ୍ଷାକ୍ଷେତ୍ରରେ ଉଚ୍ଚକାଂକ୍ଷା ପୁର୍ତିର ଫଳ ସ୍ୱରୂପ ନିଜ କ୍ଷେତ୍ରରେ ଅଗ୍ରଣୀ ଭୂମିକା ଗ୍ରହଣ କରି ପାରିବେ

ଉ,ଫାଲଗୁନି- ଜମିବାଡି ସମ୍ବନ୍ଧିୟ ସମସ୍ୟାରୁ ମୁକ୍ତି ପାଇବେ । ମହିଳା ମାନେ କୌଣସି ଧର୍ମାନୁଷ୍ଠାନରେ କିଛି ଅଗ୍ରଣି ଦାୟିତ୍ୱ ନେଇ ପାରନ୍ତି । ଅନ୍ୟ ମନସ୍କତା ଓ ଆଘାତପ୍ରାପ୍ତିର ଆଶଙ୍କା ରହିଛି ।

ପ୍ରତିକାର – ମନ୍ଦିରରେ କଳା ସୋରିଷ ମଞ୍ଜି ଦାନ କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :