• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 2nd July 2024: ଏହି ରାଶିର ବ୍ୟକ୍ତି ଆଜି ବ୍ୟବସାୟରେ ସଫଳତା ପାଇବେ

ସୈାର ମିଥୁନ ମାସ ଆଷାଢ କୃଷ୍ଣପକ୍ଷ । ଇଂରାଜୀରେ ୦୨ ତାରିଖ ମଙ୍ଗଳବାର । ଚନ୍ଦ୍ର- ମେଷ ଦିବା ୧୧.୧୪ ଗତେ ବୃଷ,ତିଥି- ୧୧ଶୀ ଦିବା ୦୮.୪୨ ଗତେ ୧୨ ଶୀ । ଘାତଚନ୍ଦ୍ର- ମେ ଷ ରାଶିର, ଦିବା ୧୧.୧୪ ଗତେ ବିଛା ରାଶିର ଘାତବାର- ମକ ର ରାଶିର ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ପ୍ରାତଃ ୦୫.୨୭ ଗତେ ୨ ପାଦ-କୃଷି ଓ ବଂ ଶହାନି-ଭୂମି ଓ ତିଳକାଞ୍ଚନ ଦାନ ଦିବା ୦୮.୪୨ ଗତେ ୩ ପାଦ-କୃଷି, ପଶୁ ଓ ବଂଶହାନି-ଭୂମି, ଅନ୍ନ ଓ ତିଳକାଞ୍ଚନ ଦାନ ନିଶାନ୍ତ ୦୪.୩୯ ଗତେ ରୋହିଣୀ ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ

Virgo

କନ୍ୟା

Tuesday 02 Jul 2024

ଉ,ଫଳଗୁନି- ସ୍ୱାସ୍ଥ୍ୟସମସ୍ୟା ଦୂର ହୋଇ ଦୈନିକ କାର‌୍ୟ୍ୟ ଉତ୍ସାହପୂର୍ଣ୍ଣ ହେବ । କୈାଣସି ଆତ୍ମୀୟଙ୍କ ନକାରତ୍ମକ ଚିନ୍ତାଧାରା ମନକୁ ସାମୟିକ ବିବ୍ରତ କରିପାରେ । କାର‌୍ୟ୍ୟ କ୍ଷେତ୍ରରେ ସୁଖ ଶାନ୍ତି ବୃଦ୍ଧି ହେବ

ହସ୍ତା- ଛାତ୍ରଛାତ୍ରି ମାନେ ଶିକ୍ଷାକ୍ଷେତ୍ରରେ ମନଯୋଗ ଦେଇ ପ୍ରଶଂସା ପାଇବେ । ମହିଳା ମାନେ ମାନସିକ ଶାନ୍ତି ପାଇବେ । ସାଧାରଣ ଘଟଣାକୁ ନେଇ ବନ୍ଧୁଙ୍କ ସହ ମନମାଳିନ୍ୟ ଯୋଗୁ ମନ ଉଦାସ ରହିବ

ଚିତ୍ରା- ଶିକ୍ଷାକ୍ଷେତ୍ରରେ ଆଶାଜନକ ଭାବେ ଫଳ ପାଇବେ । ଜେଲରୁ ଜାମିନ୍ ମିଳିପାରେ । ଆଶାଜନକ ଦିଗରୁ ଅର୍ଥାଗମରେ ସୁବିଧା ଘଟିପାରେ ।

ପ୍ରତିକାର - ବୁଧଙ୍କର ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :