• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 2nd July 2024: ଏହି ରାଶିର ବ୍ୟକ୍ତି ଆଜି ବ୍ୟବସାୟରେ ସଫଳତା ପାଇବେ

ସୈାର ମିଥୁନ ମାସ ଆଷାଢ କୃଷ୍ଣପକ୍ଷ । ଇଂରାଜୀରେ ୦୨ ତାରିଖ ମଙ୍ଗଳବାର । ଚନ୍ଦ୍ର- ମେଷ ଦିବା ୧୧.୧୪ ଗତେ ବୃଷ,ତିଥି- ୧୧ଶୀ ଦିବା ୦୮.୪୨ ଗତେ ୧୨ ଶୀ । ଘାତଚନ୍ଦ୍ର- ମେ ଷ ରାଶିର, ଦିବା ୧୧.୧୪ ଗତେ ବିଛା ରାଶିର ଘାତବାର- ମକ ର ରାଶିର ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ପ୍ରାତଃ ୦୫.୨୭ ଗତେ ୨ ପାଦ-କୃଷି ଓ ବଂ ଶହାନି-ଭୂମି ଓ ତିଳକାଞ୍ଚନ ଦାନ ଦିବା ୦୮.୪୨ ଗତେ ୩ ପାଦ-କୃଷି, ପଶୁ ଓ ବଂଶହାନି-ଭୂମି, ଅନ୍ନ ଓ ତିଳକାଞ୍ଚନ ଦାନ ନିଶାନ୍ତ ୦୪.୩୯ ଗତେ ରୋହିଣୀ ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ

Libra

ତୁଳା

Tuesday 02 Jul 2024

ଚିତ୍ରା- ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜ ମାନ କରିବା ସହ ପୂର୍ବ ଶତୃ ମାନେ ପଛ ଘୁଞ୍ଚା ଦେବେ । ଶରୀର ସୁସ୍ଥ ରହିବା ସହ ଯାତ୍ରାରେ ବିଶେଷ ଲାଭବାନ୍ ହେବେ । ଅଫିସରେ କର୍ମଚାରୀଙ୍କ ଉପରେ ବିରକ୍ତ ରୁହନ୍ତୁ ନାହିଁ ।

ସ୍ୱାତୀ- ପୁରାତନ ରୋଗରୁ ଉପସମ ପାଇବେ । କର୍ମ କ୍ଷେତ୍ରରେ ସମସ୍ୟା ଆସିଲେ ମଧ୍ୟ ତାହାକୁ ଠିକ୍ ଭାବରେ ସାମ୍ନା କରିବାର ସାହସ ରଖି କୃତକାର୍ଯ୍ୟ ହେବେ । ଅଫିସ୍ ରେ କାହାକୁ କିଛି ନ କହି ମନ କଥା ମନରେ ମାରି ରହିବାକୁ ବାଧ୍ୟ ହେବେ ।

ବିଶାଖା- ବିଦ୍ୟାର୍ଥୀ ମାନଙ୍କର ସୁଖ୍ୟାତି ଲାଭ ହେବ ମାତ୍ର ତତ୍ପର ହେବା ଆବଶ୍ୟକ । ସଡକ ଦୁର୍ଘଟଣାର ସମ୍ଭାବନା ରହିଛି । ମାଲିମକଦ୍ଧମାରେ ଜୟଯୁକ୍ତ ହେବେ ।

ପ୍ରତିକାର – କମଳାଙ୍କର ମୂଳ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :