• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 2nd July 2024: ଏହି ରାଶିର ବ୍ୟକ୍ତି ଆଜି ବ୍ୟବସାୟରେ ସଫଳତା ପାଇବେ

ସୈାର ମିଥୁନ ମାସ ଆଷାଢ କୃଷ୍ଣପକ୍ଷ । ଇଂରାଜୀରେ ୦୨ ତାରିଖ ମଙ୍ଗଳବାର । ଚନ୍ଦ୍ର- ମେଷ ଦିବା ୧୧.୧୪ ଗତେ ବୃଷ,ତିଥି- ୧୧ଶୀ ଦିବା ୦୮.୪୨ ଗତେ ୧୨ ଶୀ । ଘାତଚନ୍ଦ୍ର- ମେ ଷ ରାଶିର, ଦିବା ୧୧.୧୪ ଗତେ ବିଛା ରାଶିର ଘାତବାର- ମକ ର ରାଶିର ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ପ୍ରାତଃ ୦୫.୨୭ ଗତେ ୨ ପାଦ-କୃଷି ଓ ବଂ ଶହାନି-ଭୂମି ଓ ତିଳକାଞ୍ଚନ ଦାନ ଦିବା ୦୮.୪୨ ଗତେ ୩ ପାଦ-କୃଷି, ପଶୁ ଓ ବଂଶହାନି-ଭୂମି, ଅନ୍ନ ଓ ତିଳକାଞ୍ଚନ ଦାନ ନିଶାନ୍ତ ୦୪.୩୯ ଗତେ ରୋହିଣୀ ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ

Sagittarius

ଧନୁ

Tuesday 02 Jul 2024

ମୂଳା- ଦାମ୍ପତ୍ୟ ଜୀବନ ସୁଖମୟ ହେବ । ବ୍ୟବସାୟରେ ବହୁତ ଦିନର ବାକିପଡିଥିବା ଅର୍ଥ ପାଇବା ସହ ଆୟର ମାର୍ଗ ପ୍ରଶସ୍ତ ହେବ । ଆର୍ଥିକ ପରିସ୍ଥିତି ଉତମ ଥିଲେ ମଧ୍ୟ ବସନ ଭୂଷଣରେ ଅଧିକ ବ୍ୟୟ ହୋଇପାରେ ।

ପୂ,ଷାଢା- ସାହିତ୍ୟ, ସଙ୍ଗିତ ଓ ସୃଜନାଶୀଳତା ବୃଦ୍ଧି ପାଇବ । କର୍ମକ୍ଷେତ୍ରରେ ନିଜର ମନ ଅନୁଯାୟୀ କର୍ମ କରିବେ । ସନ୍ତାନ ମାନଙ୍କ କୃତିତ୍ୱ ପାଇଁ ଗର୍ବ ଅନୁଭବ କରିବେ

ଉ,ଷାଢା- କଳା, ସାହିତ୍ୟ , ସଂଗୀତାଦି କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ । କୈାଣସି ମୂଲ୍ୟବାନ୍ ଉପହାର ପ୍ରାପ୍ତି ହେବେ । ମହିଳା ମାନେ ଗୃହ ଚିନ୍ତାରେ ବ୍ୟସ୍ତ ରହିବେ

ପ୍ରତିକାର –ସକାଳୁ ସୂର‌୍ୟ୍ୟ ଦେବଙ୍କୁ ଜଳ ଅର୍ପଣ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :