Advertisment

Daily Horoscope 2nd July 2025: କେମିତି କଟିବ ଆପଣଙ୍କ ଦିନ ? ଜାଣନ୍ତୁ ଆଜିର ରାଶିଫଳ...

author-image
Chinmayee Sahoo
Daily Horoscope 2nd July 2025: କେମିତି କଟିବ ଆପଣଙ୍କ ଦିନ ? ଜାଣନ୍ତୁ ଆଜିର ରାଶିଫଳ...
ଅଶ୍ୱନୀ- ପ୍ରେମିକ ପ୍ରେମିକା ମାନେ ପରସ୍ପର ଠାରୁ ଦୂରତ୍ୱ ଅବଲମ୍ବନ କରିବେ । ଦୁର୍ଘଟଣା ଗ୍ରସ୍ତ ହୋଇପାରନ୍ତି । ବନ୍ଧୁ ମିତ୍ରଙ୍କର ଆର୍ଥୀକ ସହାୟତାର ନୂତନ ପନ୍ଥା ଅନୁସରଣ କରିବେ । କର୍ମ କ୍ଷେତ୍ରରେ ଅତ୍ୟଧିକ ପରିଶ୍ରମ ଓ ସଂଘର୍ଷ କରିବାକୁ ପଡିବେ ।