• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 2nd June 2023: ଏହି ରାଶିର ବ୍ୟକ୍ତି ଆଜି ବ୍ୟବସାୟ କ୍ଷେତ୍ରରେ ସଫଳତା ଲାଭ କରିବେ

ସୈାର ବୃଷ ମାସ ଜ୍ୟେଷ୍ଠ ଶୁକ୍ଲପକ୍ଷ । ଇଂରାଜୀରେ ୨ ତାରିଖ ଶୁକ୍ରବାର । ଚନ୍ଦ୍ର – ତୁଳା ରାତ୍ରି ୧୨.୨୭ ଗତେ ବିଛା,ତିଥି – ୧୩ଶୀ ଦିବା ୧୨.୪୮ ଗତେ ୧୪ଶୀ,ଘାତ ଚନ୍ଦ୍ର – ନାସ୍ତି,ଘାତ ବାର – ବିଛା , ଧନୁ , ମୀନ,ପୁଷ୍କର ଦୋଷ – ପ୍ରାତଃ ୦୬.୫୨ ଗତେ ୧ ପାଦ- କୁଟୁମ୍ଭହାନି-ତିଳକାଞନ ଦାନ

Taurus

ବୃଷ

Friday 02 Jun 2023

କୃତିକା - ଚାକିରୀ ଖୋଜୁଥିବା ବ୍ୟକ୍ତିମାନଙ୍କୁ ନିଜର ଚେଷ୍ଟା ଓ ପରିଶ୍ରମର ପରିମାଣ ମିଳିବ ।। ଛୋଟ ଛୋଟ କଥାକୁ ନେଇ ପ୍ରେମି ଯୁଗଳଙ୍କ ମଧ୍ୟରେ ମତାନ୍ତର ହୋଇପାରେ । ଜୀବନସାଥୀ ଆପଣଙ୍କୁ ପ୍ରେମର ଅନୁଭବ ଦେବାକୁ ଚାହୁଁଛନ୍ତି

ରୋହିଣୀ – ସମ୍ପର୍କୀୟ ବନ୍ଧୁଙ୍କ ସାହାର‌୍ୟ୍ୟ ସହଯୋଗରେ ସ୍ଥଗିତ ଥିବା କର୍ମ ସହଜ ସରଳରେ ପୂର୍ଣ୍ଣ ହେବ । ସମାଜ କଲ୍ୟାଣ, ମନ୍ଦିର ମାନଙ୍କରେ ଯୋଗଦାନ କରି ପ୍ରଂଶସିତ ହେବେ । ନିଜର ପ୍ରିୟଙ୍କ ପୁରୁଣା କଥାକୁ କ୍ଷମା କରି ଆପଣ ନିଜର ଜୀବନକୁ ସୁଧାରି ପାରିବେ ଜ୍ଝ

ମୃଗଶିରା – ଜମିବାଡି ସମସ୍ୟାର ସି୍ଥତି ଆପଣଙ୍କ ସପକ୍ଷରେ ରହିବ । ବିଦ୍ୟାର୍ଥୀ ମାନେ ପ୍ରତିଦ୍ୱନ୍ଦିତାରେ ସଫଳ ହେବା ପାଇଁ ଚେଷ୍ଟା କରିବେ । ଆପଣଙ୍କ ହସମୁଖ ସ୍ୱଭାବ ଅନ୍ୟ ମାନଙ୍କୁ ଖୁସି ରଖିବ

ପ୍ରତିକାର – ନାଲି ରଙ୍ଗର ଗାଇକୁ ଖାଇବାକୁ ଦିଅନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :