• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 2nd June 2023: ଏହି ରାଶିର ବ୍ୟକ୍ତି ଆଜି ବ୍ୟବସାୟ କ୍ଷେତ୍ରରେ ସଫଳତା ଲାଭ କରିବେ

ସୈାର ବୃଷ ମାସ ଜ୍ୟେଷ୍ଠ ଶୁକ୍ଲପକ୍ଷ । ଇଂରାଜୀରେ ୨ ତାରିଖ ଶୁକ୍ରବାର । ଚନ୍ଦ୍ର – ତୁଳା ରାତ୍ରି ୧୨.୨୭ ଗତେ ବିଛା,ତିଥି – ୧୩ଶୀ ଦିବା ୧୨.୪୮ ଗତେ ୧୪ଶୀ,ଘାତ ଚନ୍ଦ୍ର – ନାସ୍ତି,ଘାତ ବାର – ବିଛା , ଧନୁ , ମୀନ,ପୁଷ୍କର ଦୋଷ – ପ୍ରାତଃ ୦୬.୫୨ ଗତେ ୧ ପାଦ- କୁଟୁମ୍ଭହାନି-ତିଳକାଞନ ଦାନ

Aquarius

କୁମ୍ଭ

Friday 02 Jun 2023

ଧନିଷ୍ଠା- ଛାତିରେ ଯନ୍ତ୍ରଣା ଦେଖା ଦେଇପାରେ । ନିଜର ଦକ୍ଷତା ଅନୁସାରେ କର୍ମକ୍ଷେତ୍ରରେ ବଡ ଦାୟିତ୍ୱ ନେଇପାରନ୍ତି । ଭାଙ୍ଗିଯାଇଥିବା ସପଂର୍କ ପୁନର୍ବାର ଯୋଡି ହୋଇପାରେ । ପ୍ରେମ ସମ୍ବନ୍ଧ ପ୍ରତି ଆପଣ ଅଧିକ ଯତ୍ନବାନ୍ ହେବେ

ଶତଭିଷା- ପୁସ୍ତକ ବ୍ୟବସାୟ, ପ୍ରସାଧନ ସାମଗ୍ରୀ ବ୍ୟବସାୟରେ ସଫଳତା ପାଇବେ । ବିଦ୍ୟାର୍ଥୀ ମାନେ ପଢାରେ ଶିକ୍ଷକଙ୍କ ସହାୟତା ପାଇବେ । ପରୋକ୍ଷ ଷଡଯନ୍ତ୍ର ମନରେ ହତାଶ ଭାବ ଦେଖା ଦେଇପାରେ ।

ପୂ, ଭାଦ୍ରପଦ- ସଭା ସମିତିରେ କୈାଣସି କଥାରେ ଆପଣଙ୍କ ସପକ୍ଷେର ଯିବ ନାହିଁ । ପାଖରେ ଥିବା ଲୋକଟିର କଥା ସନ୍ଦେହ ଜନକ ରହିପାରେ । ଆର୍ଥିକ ଦିଗରୁ ସନ୍ତୋଷଜନକ ଫଳ ପାଇବେ

ପ୍ରତିକାର – ଦକ୍ଷିଣ କାଳିଙ୍କ ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :