• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 2nd June 2023: ଏହି ରାଶିର ବ୍ୟକ୍ତି ଆଜି ବ୍ୟବସାୟ କ୍ଷେତ୍ରରେ ସଫଳତା ଲାଭ କରିବେ

ସୈାର ବୃଷ ମାସ ଜ୍ୟେଷ୍ଠ ଶୁକ୍ଲପକ୍ଷ । ଇଂରାଜୀରେ ୨ ତାରିଖ ଶୁକ୍ରବାର । ଚନ୍ଦ୍ର – ତୁଳା ରାତ୍ରି ୧୨.୨୭ ଗତେ ବିଛା,ତିଥି – ୧୩ଶୀ ଦିବା ୧୨.୪୮ ଗତେ ୧୪ଶୀ,ଘାତ ଚନ୍ଦ୍ର – ନାସ୍ତି,ଘାତ ବାର – ବିଛା , ଧନୁ , ମୀନ,ପୁଷ୍କର ଦୋଷ – ପ୍ରାତଃ ୦୬.୫୨ ଗତେ ୧ ପାଦ- କୁଟୁମ୍ଭହାନି-ତିଳକାଞନ ଦାନ

Pisces

ମୀନ

Friday 02 Jun 2023

ପୂ , ଭାଦ୍ରପଦ - ନିଜ ଲୋକଙ୍କୁ ବୃଥା ସନ୍ଦେହ କରି ନିଜେ ହିଁ କ୍ଷତିରେ ପଡିବେ । ବ୍ୟବସାୟକୁ ନେଇ ଭଲ ଚୁକ୍ତି ହେବାର ସମ୍ଭାବନା ରହିଛି । ସନ୍ତାନ ଚିନ୍ତା ଦେଖା ଦେଇପାରେ । କୈାଣସି କାମକୁ ନିର୍ଦ୍ଧାରିତ ସମୟ ମଧ୍ୟରେ ସାରିବେ ।

ଉ , ଭଦ୍ରପଦ- ଅଫିସରେ କରିଥିବା କାମର ଶ୍ରେୟ କାହାରିକୁ ଦିଅନ୍ତୁ ନାହିଁ । ଜୀବନରେ ନୂଆ ସଂକେତ ମିଳିପାରେ । ବନ୍ଧୁ , ବର୍ଗଙ୍କ ସହିତ ସଂପର୍କ ମଜବୁତ୍ ରହିବ । ଖବରଦାତା, ଆୟନଜ୍ଞ ମାନେ ବିଶେଷ ଉପକୃତ ହେବେ ।

ରେବତୀ – ବିବାହିତ ସମ୍ବନ୍ଧୀୟ କଥାବାର୍ତା ବେଳେ ସଂଯମ ରଖନ୍ତୁ । ଶିକ୍ଷାର୍ଥୀ ମାନେ ପଥ ଭ୍ରଷ୍ଟ ହୋଇ ପାରନ୍ତି । ପଡୋଶୀ ସବୁ ପାସୋରି ବନ୍ଧୁତାର ହାତ ବଢାଇବେ।

ପ୍ରତିକାର – ବିଷ୍ଣୁଙ୍କ ପୂଜା, ପାଠ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :