• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 2nd June 2023: ଏହି ରାଶିର ବ୍ୟକ୍ତି ଆଜି ବ୍ୟବସାୟ କ୍ଷେତ୍ରରେ ସଫଳତା ଲାଭ କରିବେ

ସୈାର ବୃଷ ମାସ ଜ୍ୟେଷ୍ଠ ଶୁକ୍ଲପକ୍ଷ । ଇଂରାଜୀରେ ୨ ତାରିଖ ଶୁକ୍ରବାର । ଚନ୍ଦ୍ର – ତୁଳା ରାତ୍ରି ୧୨.୨୭ ଗତେ ବିଛା,ତିଥି – ୧୩ଶୀ ଦିବା ୧୨.୪୮ ଗତେ ୧୪ଶୀ,ଘାତ ଚନ୍ଦ୍ର – ନାସ୍ତି,ଘାତ ବାର – ବିଛା , ଧନୁ , ମୀନ,ପୁଷ୍କର ଦୋଷ – ପ୍ରାତଃ ୦୬.୫୨ ଗତେ ୧ ପାଦ- କୁଟୁମ୍ଭହାନି-ତିଳକାଞନ ଦାନ

Gemini

ମିଥୁନ

Friday 02 Jun 2023

ମୃଗଶିରା- ଶରୀରରେ କିଛି ସମସ୍ୟା ଦେଖାଦେଇପାରେ । ନିଜର ବ୍ୟବସାୟକୁ ବିସ୍ତାର କରିବା ପାଇଁ ପଦକ୍ଷପ ନେବେ । ଚାକିରୀ କ୍ଷେତ୍ରରେ ଆପଣଙ୍କ କାମକୁ ନେଇ ସହକର୍ମି ମାନେ ବିରୋଧ କରିପାରନ୍ତି

ଆଦ୍ରା- ସପଂର୍କୀୟ ମାନଙ୍କ ସହିତ ବନ୍ଧୁତା ସ୍ୱତରେ ଆବଦ୍ଧ ହୋଇ ପାରନ୍ତି । ଜୀବନ ସାଥୀଙ୍କ ମଙ୍ଗଳ ଓ ତାଙ୍କର ଭାବନାକୁ ବିଚାର କରି କାର‌୍ୟ୍ୟ କରିବେ ଓ ଦାମ୍ପତ୍ୟ ଜୀବନରେ ମଧୁରତା ଆଣିବେ ।

ପୁନର୍ବସୁ- ଗୃହ ନିର୍ମାଣ ବ୍ୟବସାୟ କ୍ଷେତ୍ରରେ ସଫଳତା ଲାଭ କରିବେ । ଜମିଜମା କ୍ଷେତ୍ରରେ ନୂତନ ଚୁକ୍ତିପତ୍ର ସ୍ୱାକ୍ଷର କରିପାରନ୍ତି । ବିଦ୍ୟାର୍ଥୀ କ୍ୟାରୀୟରରେ ଉନ୍ନତି ପାଇଁ ଅଧିକ ପରିଶ୍ରମ କରିବେ ।

ପ୍ରତିକାର – ମାଆ ଦତାତ୍ରେୟଙ୍କ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :