• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 2nd June 2023: ଏହି ରାଶିର ବ୍ୟକ୍ତି ଆଜି ବ୍ୟବସାୟ କ୍ଷେତ୍ରରେ ସଫଳତା ଲାଭ କରିବେ

ସୈାର ବୃଷ ମାସ ଜ୍ୟେଷ୍ଠ ଶୁକ୍ଲପକ୍ଷ । ଇଂରାଜୀରେ ୨ ତାରିଖ ଶୁକ୍ରବାର । ଚନ୍ଦ୍ର – ତୁଳା ରାତ୍ରି ୧୨.୨୭ ଗତେ ବିଛା,ତିଥି – ୧୩ଶୀ ଦିବା ୧୨.୪୮ ଗତେ ୧୪ଶୀ,ଘାତ ଚନ୍ଦ୍ର – ନାସ୍ତି,ଘାତ ବାର – ବିଛା , ଧନୁ , ମୀନ,ପୁଷ୍କର ଦୋଷ – ପ୍ରାତଃ ୦୬.୫୨ ଗତେ ୧ ପାଦ- କୁଟୁମ୍ଭହାନି-ତିଳକାଞନ ଦାନ

Cancer

କର୍କଟ

Friday 02 Jun 2023

ପୁନର୍ବସୁ - ଦୁର୍ବଳତା ଯୋଗୁ କାମ କରିବାରେ ଆଗ୍ରହ ପ୍ରକାଶ କରିବେ ନାହିଁ । ପ୍ରେମିକ ପ୍ରେମିକା ସଂପର୍କ ମଧୁର ରହିବ । ଧର୍ମ ଓ ସାଂସୃତିକ କାର‌୍ୟ୍ୟରେ ଯୋଗଦାନ କରିବେ ।

ପୁଷ୍ୟା – ସନ୍ତାନ ମାନଙ୍କ ସାଫଲ୍ୟ ମନରେ ଖୁସି ଆଣିଦେବ । ରାଜନୀତିରେ ନାନା ପ୍ରକାର ସମସ୍ୟା ଭିତରେ ଗତି କରିପାରନ୍ତି । ବାଣିଜ୍ୟ ବ୍ୟବସାୟରେ ସି୍ଥର ଅବସ୍ଥା ଲାଗି ରହିବ । ନିଜର ମୂଲ୍ୟବାନ ଵାସ୍ତୁମାନଙ୍କର ବିଶେଷ ଧ୍ୟାନ ରଖନ୍ତୁ ।

ଅଶ୍ଳେଷା - ଗୃହିଣୀ ମାନଙ୍କ ପାଇଁ ଦିନଟି ମିଶ୍ରିତ ରହିବ । ସାହାର‌୍ୟ୍ୟ କାରୀ ବ୍ୟକ୍ତିଙ୍କ ସହିତ ପରିଚୟ ହେବ । ଜୀବନ-ସାଥି ଅତି ଉତ୍ତମ ହୋଇଥିବା କାରଣରୁ ଆପଣ ନିଜକୁ ଅତି ଭାଗ୍ୟଶାଳି ଅନୁଭବ କରିବେ ।

ପ୍ରତିକାର – ଧଳା କପଡାରେ କିଛି ଅରୁଆ ଚାଉଳ ଓ ମିଶିରେ ମିଶାଇ ଜଳରେ ଭସାଇ ଦିଅନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :