• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 2nd June 2023: ଏହି ରାଶିର ବ୍ୟକ୍ତି ଆଜି ବ୍ୟବସାୟ କ୍ଷେତ୍ରରେ ସଫଳତା ଲାଭ କରିବେ

ସୈାର ବୃଷ ମାସ ଜ୍ୟେଷ୍ଠ ଶୁକ୍ଲପକ୍ଷ । ଇଂରାଜୀରେ ୨ ତାରିଖ ଶୁକ୍ରବାର । ଚନ୍ଦ୍ର – ତୁଳା ରାତ୍ରି ୧୨.୨୭ ଗତେ ବିଛା,ତିଥି – ୧୩ଶୀ ଦିବା ୧୨.୪୮ ଗତେ ୧୪ଶୀ,ଘାତ ଚନ୍ଦ୍ର – ନାସ୍ତି,ଘାତ ବାର – ବିଛା , ଧନୁ , ମୀନ,ପୁଷ୍କର ଦୋଷ – ପ୍ରାତଃ ୦୬.୫୨ ଗତେ ୧ ପାଦ- କୁଟୁମ୍ଭହାନି-ତିଳକାଞନ ଦାନ

Virgo

କନ୍ୟା

Friday 02 Jun 2023

ଉ , ଫାଲଗୁନୀ – ସ୍ୱାସ୍ଥ୍ୟ ସମନ୍ଧରେ ସମସ୍ୟା ଦୂର ହେବ । ଭାତୃ ସଂପର୍କରେ ଉନ୍ନତି ଘଟିବ । ପରିବାର ସହିତ ଧାର୍ମିକ ସ୍ଥାନକୁ ଯାଇ ପାରନ୍ତି । ସାମାଜିକ ମାନସମ୍ମାନ ବୃଦ୍ଧି ପାଇବା ପାଇଁ ବ୍ୟକ୍ତିତ୍ୱର ବିକାଶ ଘଟିବ ।

ହସ୍ତା – ବ୍ୟବସାୟରେ କ୍ଷତି ଘଟିବା ଯୋଗୁ କ୍ରମେ କାରବାର ସଙ୍କୁଚିତ ହେବ । ଛାତ୍ରଛାତ୍ରୀ ମାନେ ପଢାପଢିରେ ଉନ୍ନତି କରିବେ । ଗଣମାଧ୍ୟମ କ୍ଷେତ୍ରରେ କାମ କରୁଥିବା ବ୍ୟକ୍ତିଙ୍କର ପ୍ରଗତି ହେବ । ଚାକିରିରେ ଅପଦସ୍ତ ହୋଇପାରନ୍ତି ।

ଚିତ୍ରା – ମହିଳା ମାନେ କର୍ମ ବ୍ୟସ୍ତରେ ରହି ଅଶାନ୍ତି ଭୋଗ କରିବେ । ନୂଆ ବାହାନ କିଣିବାର ଆଶା ପୂରଣ ହୋଇପାରେ । ଆପଣଙ୍କ ସକାରତ୍ମକ ବିଚାରରେ ଲୋକ ପ୍ରଭାବିତ ହେବେ । କୋର୍ଟ ମାମଲାରେ ବିଜୟ ଲାଭ କରିବେ ।

ପ୍ରତିକାର - ତ୍ରିପୁରା ସୁନ୍ଦରୀଙ୍କର ପୂଜା, ପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :