• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 2nd June 2023: ଏହି ରାଶିର ବ୍ୟକ୍ତି ଆଜି ବ୍ୟବସାୟ କ୍ଷେତ୍ରରେ ସଫଳତା ଲାଭ କରିବେ

ସୈାର ବୃଷ ମାସ ଜ୍ୟେଷ୍ଠ ଶୁକ୍ଲପକ୍ଷ । ଇଂରାଜୀରେ ୨ ତାରିଖ ଶୁକ୍ରବାର । ଚନ୍ଦ୍ର – ତୁଳା ରାତ୍ରି ୧୨.୨୭ ଗତେ ବିଛା,ତିଥି – ୧୩ଶୀ ଦିବା ୧୨.୪୮ ଗତେ ୧୪ଶୀ,ଘାତ ଚନ୍ଦ୍ର – ନାସ୍ତି,ଘାତ ବାର – ବିଛା , ଧନୁ , ମୀନ,ପୁଷ୍କର ଦୋଷ – ପ୍ରାତଃ ୦୬.୫୨ ଗତେ ୧ ପାଦ- କୁଟୁମ୍ଭହାନି-ତିଳକାଞନ ଦାନ

Libra

ତୁଳା

Friday 02 Jun 2023

ଚିତ୍ରା- ଗମନାଗମନ ସମୟରେ ଭୂତାଣୁ ସଂକ୍ରମଣ ହୋଇପାରେ ସେଥିପ୍ରତି ସତର୍କ ରୁହନ୍ତୁ । ବ୍ୟବସାୟକୁ ବିସ୍ତାର କରିବା ପାଇଁ ଆପଣଙ୍କର ବିଶ୍ୱାସ ଆସିବ । ପରିବାରରେ ସମ୍ପତିକୁ ନେଇ ବିବାଦ ଉପୁଜିଲେ ବି ଆପସ ବୁଝାବଣା ମାଧ୍ୟମରେ ସମସ୍ୟାର ସମାଧାନ ହୋଇଯିବ

ସ୍ୱାତୀ- ଜୀବନ ସାଥୀ ପରସ୍ପର ପ୍ରତି ଦାୟିତ୍ୱବାନ୍ ରହିବେ। ଆର୍ଥିକ କ୍ଷେତ୍ରରେ ଅଭିବୃଦ୍ଧି ଆଣିବା ସହିତ କିଛି ଅର୍ଥ ସଞ୍ଚୟ କରି ପାରନ୍ତି । ଛାତ୍ରଙ୍କୁ କୈାଣସି ଅଭିଜ୍ଞ ବ୍ୟକ୍ତିଙ୍କ ଠାରୁ ଭଲ ପରାମର୍ଶ ମିଳିବ

ବିଶାଖା- ମଧୁର କଥାରେ ପରକୁ ଆପଣାର କରିପାରନ୍ତି । କଳକାରଖାନା ବ୍ୟବସାୟରେ ଉନ୍ନତି ଘଟିବ । କଠିନ ଶ୍ରମ ଓ ଦୂରଦର୍ଶିତା ସଫଳତାର ପୃଷ୍ଟ ହୋଇପାରେ

ପ୍ରତିକାର – ଦେବୀ ମନ୍ଦିରରେ ଦାନ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :