• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 2nd June 2023: ଏହି ରାଶିର ବ୍ୟକ୍ତି ଆଜି ବ୍ୟବସାୟ କ୍ଷେତ୍ରରେ ସଫଳତା ଲାଭ କରିବେ

ସୈାର ବୃଷ ମାସ ଜ୍ୟେଷ୍ଠ ଶୁକ୍ଲପକ୍ଷ । ଇଂରାଜୀରେ ୨ ତାରିଖ ଶୁକ୍ରବାର । ଚନ୍ଦ୍ର – ତୁଳା ରାତ୍ରି ୧୨.୨୭ ଗତେ ବିଛା,ତିଥି – ୧୩ଶୀ ଦିବା ୧୨.୪୮ ଗତେ ୧୪ଶୀ,ଘାତ ଚନ୍ଦ୍ର – ନାସ୍ତି,ଘାତ ବାର – ବିଛା , ଧନୁ , ମୀନ,ପୁଷ୍କର ଦୋଷ – ପ୍ରାତଃ ୦୬.୫୨ ଗତେ ୧ ପାଦ- କୁଟୁମ୍ଭହାନି-ତିଳକାଞନ ଦାନ

Scorpio

ବିଛା

Friday 02 Jun 2023

ବିଶାଖା – ଜୀବନ ସାଥିଙ୍କ ସହିତ ମଧୁର ସମ୍ବନ୍ଧ ରହିବ । ବିଦ୍ୟାର୍ଥି ମାନେ ଏକାଗ୍ରତା ରକ୍ଷା କରିବେ । ବ୍ୟବସାୟରେ ଲାଭପ୍ରଦ ହେବେ ଓ ସୈଖିନ ଦ୍ରବ୍ୟ ସଂଗ୍ରହ କରିବେ । ଗୋଡରେ କିଛି ସମସ୍ୟା ଦେଖାଦେବ ।

ଅନୁରାଧା – ଦୁର୍ବଳତା ଯୋଗୁ କାମ କରିବାରେ ଆଗ୍ରହ ପ୍ରକାଶ କରିବେ ନାହିଁ । କୃଷି କ୍ଷେତ୍ରରେ ଫସଲ ହାନି ଘଟିପାରେ । ଦୂର ଯାତ୍ରାରେ ଲକ୍ଷଣ ପୂରଣ କରିପାରନ୍ତି । ରାଜନୀତିରେ କୈାଣସି ପଦ ବ୍ୟକ୍ତିଙ୍କ ସାନିଦ୍ଧ୍ୟ ପାଇ ପାରନ୍ତି ।

ଜ୍ୟେଷ୍ଠା – ଗୃହିଣୀ ମାନେ ଗୃହପୋକରଣ ସଂଗ୍ରହ କରି ପାରନ୍ତି । ଅଯଥା ବିବାଦ ଭିତରକୁ ଟାଣି ହୋଇ ଯାଇ ପାରନ୍ତି । ଯେଉଁ କାର‌୍ୟ୍ୟ କରିବେ ତାହା ଅପ୍ରିୟକର ହୋଇପାରେ 

ପ୍ରତିକାର – ନୃସିଂହଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :