• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 2nd June 2023: ଏହି ରାଶିର ବ୍ୟକ୍ତି ଆଜି ବ୍ୟବସାୟ କ୍ଷେତ୍ରରେ ସଫଳତା ଲାଭ କରିବେ

ସୈାର ବୃଷ ମାସ ଜ୍ୟେଷ୍ଠ ଶୁକ୍ଲପକ୍ଷ । ଇଂରାଜୀରେ ୨ ତାରିଖ ଶୁକ୍ରବାର । ଚନ୍ଦ୍ର – ତୁଳା ରାତ୍ରି ୧୨.୨୭ ଗତେ ବିଛା,ତିଥି – ୧୩ଶୀ ଦିବା ୧୨.୪୮ ଗତେ ୧୪ଶୀ,ଘାତ ଚନ୍ଦ୍ର – ନାସ୍ତି,ଘାତ ବାର – ବିଛା , ଧନୁ , ମୀନ,ପୁଷ୍କର ଦୋଷ – ପ୍ରାତଃ ୦୬.୫୨ ଗତେ ୧ ପାଦ- କୁଟୁମ୍ଭହାନି-ତିଳକାଞନ ଦାନ

Sagittarius

ଧନୁ

Friday 02 Jun 2023

ମୂଳା- ଆପଣ ନିଜ ସ୍ୱାସ୍ଥ୍ୟ ପ୍ରତି ସତର୍କ ରହିବା ଆବଶ୍ୟକ । କର୍ମକ୍ଷେତ୍ରରେ ସହକର୍ମୀ ମାନେ କୈାଶଳ କରି ଆପଣଙ୍କ ଠାରୁ କାର୍ଯ୍ୟ ହାସଲ କରିବାରେ ସକ୍ଷମ ହେବେ । ବ୍ୟବସାୟରେ ପରିବର୍ତନ ଆଣିବା ସହିତ କିଛି ନୂତନ ବ୍ୟବସାୟ ମଧ୍ୟ ଆରମ୍ଭ କରିପାରନ୍ତି ।

ପୂ, ଷାଢା- ପୁତ୍ର ମାନଙ୍କର ଆଚରଣ ଆପଣଙ୍କୁ ଆଘାତ ଦେଇପାରେ । ପ୍ରେମି ଯୁଗଳଙ୍କର ପରସ୍ପର ପ୍ରତି ବିଶ୍ୱାସ ବଢିବା ସହିତ ଉଭୟ ଉଭୟଙ୍କୁ ଶ୍ରଦ୍ଧା ଓ ସମ୍ମାନ ଦେବେ । ସରକାରୀ କ୍ଷେତ୍ରରୁ ବିପୁଳ ପରିମାଣର ଟଙ୍କା ପାଇପାରିବେ

ଉ, ଷାଢା-ବାଦବିବାଦ କ୍ଷେତ୍ରରେ ବିଜୟୀ ହେବେ । ଘରୋଇ ସଂସାର କର୍ମକ୍ଷେତ୍ରରେ ସହଯୋଗୀମାନେ ସହଯୋଗ କରିବା ଫଳରେ ଉନ୍ନତିର ସୁଯୋଗ ପାଇବେ । ଚଳଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଂଶସା ପାଇବେ ।

ପ୍ରତିକାର – ତାରାଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :