• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 2nd June 2023: ଏହି ରାଶିର ବ୍ୟକ୍ତି ଆଜି ବ୍ୟବସାୟ କ୍ଷେତ୍ରରେ ସଫଳତା ଲାଭ କରିବେ

ସୈାର ବୃଷ ମାସ ଜ୍ୟେଷ୍ଠ ଶୁକ୍ଲପକ୍ଷ । ଇଂରାଜୀରେ ୨ ତାରିଖ ଶୁକ୍ରବାର । ଚନ୍ଦ୍ର – ତୁଳା ରାତ୍ରି ୧୨.୨୭ ଗତେ ବିଛା,ତିଥି – ୧୩ଶୀ ଦିବା ୧୨.୪୮ ଗତେ ୧୪ଶୀ,ଘାତ ଚନ୍ଦ୍ର – ନାସ୍ତି,ଘାତ ବାର – ବିଛା , ଧନୁ , ମୀନ,ପୁଷ୍କର ଦୋଷ – ପ୍ରାତଃ ୦୬.୫୨ ଗତେ ୧ ପାଦ- କୁଟୁମ୍ଭହାନି-ତିଳକାଞନ ଦାନ

Capricorn

ମକର

Friday 02 Jun 2023

ଉ , ଷାଢା - ପୁରାତନ ରୋଗରୁ ଉପଶମ ମିଳିବ । ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ । ବ୍ୟବସାୟ ପଥ ସୁଗମ ହେବ , ଆୟ ଅବ୍ୟହତ ହେବ। ସରକାରୀ ସଂସ୍ଥା କାମରେ ସହଯୋଗ କରି ପାରନ୍ତି ।

ଶ୍ରବଣା – କର୍ମ କ୍ଷେତ୍ରରେ ପ୍ରସିଦ୍ଧି ଲାଭ କରିବେ । ସାମାଜିକ ସହଯୋଗ ଲାଭ କରିବେ । ପିଲାମାନେ ଅସୁସ୍ଥତା ବଶତଃ କର୍ତବ୍ୟରେ ତ୍ରୁଟି କରିପାରନ୍ତି । ନେତା ବା ଉଚ୍ଚପଦସ୍ଥ ଅଧୀକାରୀଙ୍କ ସହିତ ରହିବାର ସୁଯୋଗ ମିଳିବ ।

ଧନିଷ୍ଠା – ରାଜନୀତିରେ ଚାପରେ ଗତିକରିବେ । ପଡି ରହିଥିବା ପୁରୁଣା ଧନ ଲାଭ କରିପାରନ୍ତି । କୌଣସି ବିବାଦୀୟ କଥାରେ ମୁଣ୍ଡ ନ ପୁରେଇବା ଭଲ । ମହିଳାଙ୍କ ପାଇଁ ପରିସ୍ଥିତି ଜଟିଳ ହୋଇପାର

ପ୍ରତିକାର – ମା ଶାରଳାଙ୍କ ଆରଧନା କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :