• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 2nd June 2024: ଆଜିର ରାଶିଫଳ, ଜାଣନ୍ତୁ କେମିତି କଟିବ ଆପଣଙ୍କ ଦିନ...

ସୈାର ବୃଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ। ଇଂରାଜୀରେ ୦୨ ରବିବାର । ଚନ୍ଦ୍ର- ମୀନ ରାତ୍ରି ୦୧.୪୦ ଗତେ ମେଷ । ତିଥି-୧୧ଶୀ ରାତ୍ରି ୦୨.୫୧ ଗତେ ୧୨ଶୀ । ଘାତଚନ୍ଦ୍ର- ଧନୁ ରାଶିର, ରାତ୍ରି ୦୧.୪୦ ଗତେ ମେଷ ରାଶିର । ଘାତବାର- ମେଷ ରାଶିର । ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ରାତ୍ରି ୦୨.୪୧ ଗତେ ୨ ପାଦ କୃଷି ଓ ପଶୁହାନି- ଭୂମି ଓ ଅନ୍ନଦାନ ।

Taurus

ବୃଷ

Sunday 02 Jun 2024

କୃତିକା- ନିଜର ସ୍ୱାସ୍ଥ୍ୟର ଚିକିତ୍ସା କରିବା ନିହାତି ଆବଶ୍ୟକ । କାର‌୍ୟ୍ୟ ସ୍ଥଳରେ ଆପଣଙ୍କ କାମର ଆଜି ପ୍ରଶଂସା କରାଯିବ । ସମୟର ଚାହିଦା ଅନୁସାରେ ଆପଣ ସମସ୍ତଙ୍କ ଠାରୁ ଦୂରରେ ରହିବେ , ଏହା ଆପଣଙ୍କ ପାଇଁ ହିତକାରୀ ମଧ୍ୟ ହେବ ।

ରୋହିଣୀ- ବିଦ୍ୟାର୍ଥୀ ମାନଙ୍କର ଶିକ୍ଷା କ୍ଷେତ୍ରରେ ପରିବର୍ତନ ହୋଇପାରେ । ଛୋଟ ଛୋଟ ସମସ୍ୟାର ଅଣ ଦେଖା ନକରିଲେ ଭଲ ହେବ । ଚଳଚିତ୍ର, ସଙ୍ଗିତ କ୍ଷେତ୍ରରେ ମାନ ସମ୍ମାନ ପଦ ମର୍ଯ୍ୟାଦା ବୃଦ୍ଧି ହେବ ।

ମୃଗଶିରା- ଜମିବାଡିକୁ ନେଇ ଲାଗି ରହିଥିବା ସମସ୍ୟା ସମାଧାନ ହେବ । ପ୍ରତ୍ୟେକ କ୍ଷେତ୍ରରେ ଠିକ୍ ସିଦ୍ଧାନ୍ତ ନେଇପାରିବେ ନାହିଁ । ନିଜର ଆଚରଣ ବା କଥା କହିବା ଉପରେ ଧ୍ୟାନ ରଖନ୍ତୁ ।

ପ୍ରତିକାର – ମା କଟକଚଣ୍ଡିଙ୍କ ମନ୍ତ୍ର ପାଠ କରନ୍ତୁ ।

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :