• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 2nd June 2024: ଆଜିର ରାଶିଫଳ, ଜାଣନ୍ତୁ କେମିତି କଟିବ ଆପଣଙ୍କ ଦିନ...

ସୈାର ବୃଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ। ଇଂରାଜୀରେ ୦୨ ରବିବାର । ଚନ୍ଦ୍ର- ମୀନ ରାତ୍ରି ୦୧.୪୦ ଗତେ ମେଷ । ତିଥି-୧୧ଶୀ ରାତ୍ରି ୦୨.୫୧ ଗତେ ୧୨ଶୀ । ଘାତଚନ୍ଦ୍ର- ଧନୁ ରାଶିର, ରାତ୍ରି ୦୧.୪୦ ଗତେ ମେଷ ରାଶିର । ଘାତବାର- ମେଷ ରାଶିର । ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ରାତ୍ରି ୦୨.୪୧ ଗତେ ୨ ପାଦ କୃଷି ଓ ପଶୁହାନି- ଭୂମି ଓ ଅନ୍ନଦାନ ।

Pisces

ମୀନ

Sunday 02 Jun 2024

ପୂ,ଭାଦ୍ରପଦ- ପରିବାରର ଉନ୍ନତି ପାଇଁ ପ୍ରୟାସରତ ହେବେ ।  ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ । ବ୍ୟବସାୟ କ୍ଷେତ୍ରକୁ ସୁସଜ୍ଜିତ କରି ପ୍ରଚୁର ଲାଭବାନ୍ ହେବେ ।

ଉ,ଭାଦ୍ରପଦ- ପ୍ରେମ ସମ୍ପର୍କରେ ଦୃଢତା ଆଣିବେ । କର୍ମରେ ଯୋଜନା ମୁତାବକ କାମ କରିଲେ କୈାଣସି ପ୍ରକାର ଅସୁବିଧା ହେବ ନାହିଁ । ରାଜନୀତି କ୍ଷେତ୍ରରେ ସଫଳତା ସହ ଗୁରୁତ୍ୱ ପୂର୍ଣ୍ଣ ବିଭାଗର ଦାୟିତ୍ୱ ତୁଲାଇବେ ।

ରେବତୀ- ଅଧୁରା କାର୍ଯ୍ୟ ପୂରଣ ହେବ । ସମ୍ପତ୍ତି ସମ୍ବନ୍ଧୀୟ ମାମଲାରେ ବିଜୟୀ ହେବେ । ଦୂରେଇ ଯାଇଥିବା ବନ୍ଧୁ ପୁଣି ନିକଟବର୍ତୀ ହେବେ ।  ଧର୍ମ କାର୍ଯ୍ୟ ପ୍ରତି ମନବଳାଇବେ ।

ପ୍ରତିକାର – ଅଶ୍ୱତଥ୍ ଗଛକୁ ପୂଜା କରନ୍ତୁ ।
 

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :