• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 2nd June 2024: ଆଜିର ରାଶିଫଳ, ଜାଣନ୍ତୁ କେମିତି କଟିବ ଆପଣଙ୍କ ଦିନ...

ସୈାର ବୃଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ। ଇଂରାଜୀରେ ୦୨ ରବିବାର । ଚନ୍ଦ୍ର- ମୀନ ରାତ୍ରି ୦୧.୪୦ ଗତେ ମେଷ । ତିଥି-୧୧ଶୀ ରାତ୍ରି ୦୨.୫୧ ଗତେ ୧୨ଶୀ । ଘାତଚନ୍ଦ୍ର- ଧନୁ ରାଶିର, ରାତ୍ରି ୦୧.୪୦ ଗତେ ମେଷ ରାଶିର । ଘାତବାର- ମେଷ ରାଶିର । ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ରାତ୍ରି ୦୨.୪୧ ଗତେ ୨ ପାଦ କୃଷି ଓ ପଶୁହାନି- ଭୂମି ଓ ଅନ୍ନଦାନ ।

Gemini

ମିଥୁନ

Sunday 02 Jun 2024

ମୃଗଶିରା- ଯେମିତି ବିଚାର କରିଛନ୍ତି ସେହିପରି କାମ କରିଚାଲନ୍ତୁ ଆଶା ନିଶ୍ଚିତ ପୂରଣ ହୋଇପାରିବ।ସ୍ବାସ୍ଥ୍ୟ ସମସ୍ୟା କେତେକାଂଶରେ ପ୍ରଗତିର ପଥରୋଧ କରିବ। ଆଗାମୀ ସମୟର କେତେକ ଅଧୁରା କାମକୁ ସୁଧାରି ନେବାର ଚେଷ୍ଟା କରିବେ। 

ଆଦ୍ରା- ସାମାଜିକ ସ୍ତରରେ ଉଚ୍ଚବର୍ଗର ବ୍ୟକ୍ତିବିଶେଷଙ୍କ ସାନ୍ନିଧ୍ୟ ଲାଭକରି ଖୁସି ହେବେ । ସାମୟିକ ଭାବରେ ପାରିବାରିକ ପ୍ରତିରୋଧ କାମକୁ ବିଶୃଙ୍ଖଳିତ କରିବ। ଛାତ୍ରଛାତ୍ରୀ ମାନଙ୍କୁ ବିଦେଶ ଯାତ୍ରାର ସୁଯୋଗ ମିଳିବ । 

ପୁନର୍ବସୁ- ଜନକଲ୍ୟାଣରେ ନିଜକୁ ନିୟୋଜିତ କରିଥିବାରୁ ସରକାରୀ ଓ ଦାନ ସୂତ୍ରରୁ ଆର୍ଥୀକ ଅନୁଦାନ ପାଇପାରନ୍ତି । ପାରିବାରିକ ସ୍ନେହ ମିଳିପାରେ । ସାମାଜିକ ସ୍ତରରେ ଗଠନମୂଳକ କାର‌୍ୟ୍ୟରେ ନେତୃତ୍ୱ ଗ୍ରହଣ କରି ଉଚ୍ଚ ପ୍ରଶଂସିତ ହେବେ ।

 ପ୍ରତିକାର- ଗଜେନ୍ଦ୍ର ମୋକ୍ଷ ପାଠ କରନ୍ତୁ ।
 

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :