• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 2nd June 2024: ଆଜିର ରାଶିଫଳ, ଜାଣନ୍ତୁ କେମିତି କଟିବ ଆପଣଙ୍କ ଦିନ...

ସୈାର ବୃଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ। ଇଂରାଜୀରେ ୦୨ ରବିବାର । ଚନ୍ଦ୍ର- ମୀନ ରାତ୍ରି ୦୧.୪୦ ଗତେ ମେଷ । ତିଥି-୧୧ଶୀ ରାତ୍ରି ୦୨.୫୧ ଗତେ ୧୨ଶୀ । ଘାତଚନ୍ଦ୍ର- ଧନୁ ରାଶିର, ରାତ୍ରି ୦୧.୪୦ ଗତେ ମେଷ ରାଶିର । ଘାତବାର- ମେଷ ରାଶିର । ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ରାତ୍ରି ୦୨.୪୧ ଗତେ ୨ ପାଦ କୃଷି ଓ ପଶୁହାନି- ଭୂମି ଓ ଅନ୍ନଦାନ ।

Cancer

କର୍କଟ

Sunday 02 Jun 2024

ପୁନର୍ବସୁ- ବୈବାହିକ ଜୀବନ ଆନନ୍ଦ ଦାୟକ ରହିବ । ଆପଣଙ୍କ କଳା ଓ ରଚନାରେ ଥିବା କ୍ଷମତାକୁ ପ୍ରଶଂସା ମିଳିବ । ବ୍ୟବସାୟୀ ମାନଙ୍କୁ ଅଚାନକ ଯାତ୍ରା କରିବା ସଂଗେ ସଂଗେ ଲାଭ ମିଳିବ ।

ପୁଷ୍ୟା- ପ୍ରେମ ସମ୍ବନ୍ଧରେ ନିଜର ସ୍ୱତନ୍ତ୍ର ବିବେକର ବ୍ୟବହାର କରନ୍ତୁ । ଘରକୁ ଅଥିତି ଆସିବା କାରଣରୁ ଦିନ ଆନନ୍ଦରେ କଟିବ । ସମାଜଠୁ ଦୂରରେ ରହିଲେ ଆବଶ୍ୟକତା ସମୟରେ କେହିବି ଆପଣଙ୍କ ପାଖକୁ ଆସିବେନି ।

ଅଶ୍ଲେଷା- ଯଦି ଆପଣଙ୍କୁ ଲାଗୁଚି କି ଆପଣ ଅନ୍ୟଙ୍କ ସାହାଯ୍ୟ ବିନା ହିଁ ମହତ୍ଵପୁର୍ଣ କାମ କରି ପାରିବେ, ତାହେଲେ ଆପଣଙ୍କ ଭାବନା ବହୁତ ଭୁଲ ଅଛି ।  ଆପଣ ନିଜର ବ୍ୟକ୍ତିତ୍ୱକୁ ଆକଳନ କରିବାକୁ ଚେଷ୍ଟା କରନ୍ତୁ ।  

ପ୍ରତିକାର – ଶ୍ରୀ ଗଣେଷଙ୍କର ପୂଜା କରନ୍ତୁ ।
 

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :