• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 2nd June 2024: ଆଜିର ରାଶିଫଳ, ଜାଣନ୍ତୁ କେମିତି କଟିବ ଆପଣଙ୍କ ଦିନ...

ସୈାର ବୃଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ। ଇଂରାଜୀରେ ୦୨ ରବିବାର । ଚନ୍ଦ୍ର- ମୀନ ରାତ୍ରି ୦୧.୪୦ ଗତେ ମେଷ । ତିଥି-୧୧ଶୀ ରାତ୍ରି ୦୨.୫୧ ଗତେ ୧୨ଶୀ । ଘାତଚନ୍ଦ୍ର- ଧନୁ ରାଶିର, ରାତ୍ରି ୦୧.୪୦ ଗତେ ମେଷ ରାଶିର । ଘାତବାର- ମେଷ ରାଶିର । ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ରାତ୍ରି ୦୨.୪୧ ଗତେ ୨ ପାଦ କୃଷି ଓ ପଶୁହାନି- ଭୂମି ଓ ଅନ୍ନଦାନ ।

Virgo

କନ୍ୟା

Sunday 02 Jun 2024

ଉ,ଫଳଗୁନି- ଆପଣ ନିଜ ପାଇଁ ଯଥେଷ୍ଟ ସମୟ ବାହାର କରିବେ । କୈାଣସି କଥା ଆପଣଙ୍କ ଉପରେ ମାନସିକ ଚାପ ପକାଇପାରେ । ବ୍ୟସ୍ତ  ଥିବା ସତ୍ୱେ ଆଜି ଦିନଟା ଭଲ ରହିବ ।

ହସ୍ତା- ଉଚ୍ଚଶିକ୍ଷା ପାଇଁ ବିଦେଶ ଯାତ୍ରା କରିବାର ଆଶା ପୂରଣ ହୋଇପାରେ । କଳା, ସାହିତ୍ୟ, ଚଳଚିତ୍ର, ସଙ୍ଗିତ କ୍ଷେତ୍ରରେ ମାନ ସମ୍ମାନ ପଦ ମର୍ଯ୍ୟାଦା ବୃଦ୍ଧି ହେବ ।

ଚିତ୍ରା- ଶିକ୍ଷାକ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ହାସଲ କରିବେ । ପୁରାତନ ଜିନିଷ ଓ ଗହଣା ଉପରେ ନିବେଶ କଲେ ବହୁତ ଲାଭ ଓ ଉନ୍ନତି ହୋଇ ପାରେ । ନିଜ ପ୍ରିୟର ଭାବନାକୁ ବୁଝନ୍ତୁ ।  

ପ୍ରତିକାର -  ସର୍ବକାର‌୍ୟ୍ୟ ସିଦ୍ଧି ଯନ୍ତ୍ରିକା ମହାକବଚ ଧାରଣ  କରନ୍ତୁ  ।

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :