• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 2nd June 2024: ଆଜିର ରାଶିଫଳ, ଜାଣନ୍ତୁ କେମିତି କଟିବ ଆପଣଙ୍କ ଦିନ...

ସୈାର ବୃଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ। ଇଂରାଜୀରେ ୦୨ ରବିବାର । ଚନ୍ଦ୍ର- ମୀନ ରାତ୍ରି ୦୧.୪୦ ଗତେ ମେଷ । ତିଥି-୧୧ଶୀ ରାତ୍ରି ୦୨.୫୧ ଗତେ ୧୨ଶୀ । ଘାତଚନ୍ଦ୍ର- ଧନୁ ରାଶିର, ରାତ୍ରି ୦୧.୪୦ ଗତେ ମେଷ ରାଶିର । ଘାତବାର- ମେଷ ରାଶିର । ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ରାତ୍ରି ୦୨.୪୧ ଗତେ ୨ ପାଦ କୃଷି ଓ ପଶୁହାନି- ଭୂମି ଓ ଅନ୍ନଦାନ ।

Libra

ତୁଳା

Sunday 02 Jun 2024

ଚିତ୍ରା- କାନ୍ଧ କିମ୍ବା ଗଣ୍ଠିରେ ଯନ୍ତ୍ରଣା ମଧ୍ୟ କଷ୍ଟ ଦେଖା ଦେଇପାରେ ।  ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜ ମାନ କରିବ । ଯେକୌଣସି ବହୁରାଷ୍ଟ୍ରୀୟ କମ୍ପାନୀ ସହିତ ମିଳିତ ଭାବରେ କାର‌୍ୟ୍ୟ କରିପାରିବେ ।

ସ୍ୱାତୀ- କୌଣସି ଅଭାବ ନ ଥାଇ ଅତୀତ ଘଟଣାର ସମୀକ୍ଷାଜନିତ ମନ ବିଷାଦଗ୍ରସ୍ଥ ହେବ। ସରକାରୀ କାମ ଓ ପଦସ୍ଥ ବ୍ୟକ୍ତିବିଶେଷଙ୍କ କ୍ଷେତ୍ରରୁ ଉପକୃତ ହେବେ। ବନ୍ଧୁସମ୍ପର୍କକୁ କେନ୍ଦ୍ରକରି ପରିବାରରେ ଅଶାନ୍ତି ବୃଦ୍ଧି ପାଇପାରେ।    

ବିଶାଖା- ମିଥ୍ୟାଭାଷଣରୁ ସମାଲୋଚିତ ହୋଇପାରନ୍ତି। ପ୍ରତ୍ୟେକ ପରିସ୍ଥିତିରେ ମନୋବଳ ଟାଣ ରହିବ କିନ୍ତୁ ବିଳମ୍ବରେ କାର‌୍ୟ୍ୟସିଦ୍ଧି ଘଟିବ। ମନରେ ଉଙ୍କି ମାରୁଥିବା ଆଶା ପୂରଣ ହେବାରେ ବନ୍ଧୁ ସାହାଯ୍ୟ କରିପାରନ୍ତି।  

ପ୍ରତିକାର- ଶ୍ରୀ ଗଜେନ୍ଦ୍ର ମୋକ୍ଷ ସ୍ତୋତ୍ର ପାଠ କରନ୍ତୁ ।
 

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :